Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି 75 କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ରାଜ୍ୟରେ ଆଜି 75 କରୋନା ଆକ୍ରାନ୍ତ ଚିହ୍ନଟ

June 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 75 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ମିଳିଛି । ଏହି ନୂତନ ଆକାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡରୁ ସର୍ବାଧିକ 18ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଯାଜପୁରରୁ 7ଜଣ ଚିହ୍ନଟ ହୋଇଛନ୍ତି ।  ବଲାଙ୍ଗିର ଓ କଟକରୁ 5ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସୋନପୁର, କେନ୍ଦ୍ରାପଡାରୁ ତିନି ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ଚାରିଜଣ ଚିହ୍ନଟ ହୋଇଛନ୍ତି ।  ଢେଙ୍କାନାଳ, କୋରାପୁଟରୁ ଦୁଇ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।  ପୁରୀ, ନୂଆପଡା, କେଉଁଝର, ଗଞ୍ଜାମ ଆଦିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ଆଜି ଚିହ୍ନଟ  ହୋଇଥିବା 75 ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ 72 ଜଣ ଚିହ୍ନଟ ହୋଇଥିବାବେଳେ ତିନୋଟି ଲୋକାଲ୍‌ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2856ରେ ପହଞ୍ଚିବାବେଳେ ଆକ୍ଟିଭ୍‌ କେସ ରହିଛି 1129ଟି । ସେହିପରି 1716ଜଣ ସୁସ୍ଥ ହୋଇଥିବାବେଳେ ମୃତ୍ୟୁବରଣ କରିଛନ୍ତି 8 ଜଣ ।

Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ ଧକ୍କାରେ ଅଜଣା ବୃଦ୍ଧଙ୍କ ମୃତ୍ୟୁ

December 30, 2025

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

December 30, 2025

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ହେବେ ଅଭିଭା ବେଗ?: ଜାଣନ୍ତୁ ସେ କିଏ ଓ ତାଙ୍କର ଶିକ୍ଷାଗତା ଯୋଗ୍ୟତା 

December 30, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପିଏମ ମୋଦି

December 30, 2025
Latest News

ଟ୍ରେନ ଧକ୍କାରେ ଅଜଣା ବୃଦ୍ଧଙ୍କ ମୃତ୍ୟୁ

December 30, 2025

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

December 30, 2025

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ହେବେ ଅଭିଭା ବେଗ?: ଜାଣନ୍ତୁ ସେ କିଏ ଓ ତାଙ୍କର ଶିକ୍ଷାଗତା ଯୋଗ୍ୟତା 

December 30, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପିଏମ ମୋଦି

December 30, 2025

ରେଢ଼ାଖୋଲର ଲୋକ କାହାଣୀ ପୁସ୍ତକ ଉନ୍ମୋଚିତ

December 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.