Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»16ଟି ଜିଲ୍ଲାରୁ 75 ଆକ୍ରାନ୍ତ ଚିହ୍ନଟ : ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2856ରେ ପହଞ୍ଚିଲା
ଆଜିର ଖବର

16ଟି ଜିଲ୍ଲାରୁ 75 ଆକ୍ରାନ୍ତ ଚିହ୍ନଟ : ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2856ରେ ପହଞ୍ଚିଲା

June 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର : ଆଜି 16ଟି ଜିଲ୍ଲାରୁ 75 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ ଚତୁର୍ଥ ମୁଣ୍ଡ ନେଇଛି କରୋନା । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 9କୁ ବୃଦ୍ଧି ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 2856ରେ ପହଞ୍ଚିଛି ।

ଖୋର୍ଦ୍ଧା ଓ ସୁନ୍ଦରଗଡରୁ ସର୍ବାଧିକ 18 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ଯାଜପୁରରୁ 7, କଟକ ଓ ବଲାଙ୍ଗିରରୁ 5, ନୟାଗଡରୁ 4 ଜଣ ଚିହ୍ନଟ ହୋଇଛନ୍ତି । ସୋନପୁର ଓ କେନ୍ଦ୍ରାପଡାରୁ ତିନି ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, କୋରାପୁଟରୁ 2 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦୁଝର, ଗଞ୍ଜାମ, ପୁରୀ, ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ପଜିଟିଭ୍‌ ସୁସ୍ଥ ସକ୍ରିୟ ମୃତ ମୃତ (ଅନ୍ୟାନ୍ୟ ରୋଗ)
ଗଞ୍ଜାମ 598 396 198 4 0
ଯାଜପୁର 319 253 66 0 0
ଖୋର୍ଦ୍ଧା 244 94 145 4 1
ବାଲେଶ୍ବର 190 140 49 0 1
କଟକ 172 84 87 1 0
କେନ୍ଦ୍ରାପଡା 166 132 34 0 0
ଭଦ୍ରକ 140 106 34 0 0
ବଲାଙ୍ଗିର 121 54 67 0 0
ପୁରୀ 101 84 17 0 0
ସୁନ୍ଦରଗଡ 99 50 49 0 0
ଜଗତସିଂହପୁର 89 49 40 0 0
ନୟାଗଡ 87 50 37 0 0
ମୟୂରଭଞ୍ଜ 70 16 54 0 0
ନୂଆପଡା 69 14 55 0 0
ଗଜପତି 61 10 51 0 0
ଢେଙ୍କାନାଳ 35 6 29 0 0
ବୌଦ୍ଧ 34 33 1 0 0
ଅନୁଗୁଳ 33 25 8 0 0
ଦେବଗଡ 33 24 9 0 0
କେଉଁଝର 33 18 15 0 0
ସୋନପୁର 29 7 22 0 0
କଳାହାଣ୍ଡି 27 15 12 0 0
କନ୍ଧମାଳ 25 13 12 0 0
ମାଲକାନଗିରି 21 19 2 0 0
ବରଗଡ 16 2 14 0 0
କୋରାପୁଟ 16 7 9 0 0
ସମ୍ବଲପୁର 16 8 8 0 0
ଝାରସୁଗୁଡା 8 6 2 0 0
ନବରଙ୍ଗପୁର 2 1 1 0 0
ରାୟଗଡା 2 0 2 0 0
ମୋଟ 2856 1716 1129 9 2
ଆକ୍ରାନ୍ତ କରୋନା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.