Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ 140 ଆକ୍ରାନ୍ତ ସୁସ୍ଥ
ଆଜିର ଖବର

ରାଜ୍ୟରେ ଆଉ 140 ଆକ୍ରାନ୍ତ ସୁସ୍ଥ

June 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 140 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳୁ 146 ଆକ୍ରାନ୍ତ ସହ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟକା 3 ହଜାର ଅତିକ୍ରମ କରିଥିବା ବେଳେ ଅପରାହ୍ନରେ 140 ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ 140 ଜଣଙ୍କ ମଧ୍ୟରୁ କଟକରୁ ସର୍ବାଧିକ 24 ଜଣ ଆକ୍ରାନ୍ତ ରହିଛନ୍ତି । ଅନ୍ୟ ଜିଲ୍ଲା ମାନଙ୍କ ମଧ୍ୟରେ ଗଞ୍ଜାମରୁ 22, ନୂଆପଡାରୁ 21, ଯାଜପୁରରୁ 11 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ 11, ଜଗତସିଂହପୁର 11, ସୁନ୍ଦରଗଡରୁ 8, ବଲାଙ୍ଗୀର ଓ ଭଦ୍ରକରୁ 7 ଜଣ ଲେଖାଏଁ, ଢେଙ୍କାନାଳରୁ 5 ସୁସ୍ଥ, ବରଗଡ, କେନ୍ଦ୍ରାପଡା ଓ ସମ୍ବଲପୁରରୁ 3 ଜଣ ଲେଖାଏଁ, ବାଲେଶ୍ବର ଓ ପୁରୀରୁ 2 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା 2133ରେ ପହଞ୍ଚିଛି ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.