Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁରରୁ ଆଉ 11 ଜଣ ଆକ୍ରାନ୍ତ ସୁସ୍ଥ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 29
ଆଜିର ଖବର

ଜଗତସିଂହପୁରରୁ ଆଉ 11 ଜଣ ଆକ୍ରାନ୍ତ ସୁସ୍ଥ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 29

June 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଆଜି ଅପରାହ୍ନରେ ରାଜ୍ୟରେ 140 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏହା ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ 11 ଜଣ ଆକ୍ରାନ୍ତ ରହିଛନ୍ତି । ସୁସ୍ଥ ହୋଇଥିବା 11 ଜଣ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାକୁ ମିଶାଇ ଜଗତସିଂହପୁରରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା 68ରେ ପହଞ୍ଚିଛି । ଏହା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 29 ରହିଥିବା ନେଇ ଜିଲ୍ଲାପାଳ ଟ୍ବିଟ୍‌ କରିଛନ୍ତି ।

corona covid19
Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

October 31, 2025
Latest News

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.