Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିସ୍କୁଟ ଭାବି ଖାଇଲା ଜିଲେଟିନ୍‌ : ପାଟିରେ ବିସ୍ଫୋରଣ ଘଟି ବାଳକ ମୃତ
ଆଜିର ଖବର

ବିସ୍କୁଟ ଭାବି ଖାଇଲା ଜିଲେଟିନ୍‌ : ପାଟିରେ ବିସ୍ଫୋରଣ ଘଟି ବାଳକ ମୃତ

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତ୍ରିଚି : ହାତୀ ଏବଂ ଗାଇ ପରେ ଏବେ ଜଣେ ଶିଶୁ ବିସ୍ଫୋରକ ପଦାର୍ଥ ଖାଇଛି । କେରଳ ହାତୀ ମୃତ୍ୟୁ ଏବଂ ହିମାଚଳ ଗାଇ ମୃତ୍ୟୁକୁ ଏକ ସପ୍ତାହ ନ ପୁରୁଣୁ ତାମିଲନାଡୁରେ ବିସ୍ଫୋରକ ଖାଇ ଜଣେ ଶିଶୁ ପ୍ରାଣ ହରାଇଛି । ମୃତ ଶିଶୁର ନାମ ବିଷ୍ଣୁ ଦେବ । ବିଷ୍ଣୁ ତ୍ରିଚିର ଥୋଟ୍ଟିଆମ ଅଞ୍ଚଳରେ ନିଜ ପରିବାର ସହିତ ରହିଥାଏ । ଘରେ ଜିଲେଟିନ୍‌ ଷ୍ଟିକ ରହିଥିବା ବେଳେ ବିସ୍କୁଟ୍‌ ଭାବି ଏହାକୁ କାମୁଡି ଦେବାରୁ ପାଟିରେ ବିସ୍ଫୋରଣ ଘଟିଥିଲା ଏବଂ ହସ୍ପିଟାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ପ୍ରାଣହାନି ଘଟିଥିଲା ।

ବିଷ୍ଣୁଙ୍କ ପିତା ଏବଂ ଭାଇ ମାଛ ମାରିବା ପାଇଁ ଏହି ଜିଲେଟିନ୍‌ ଷ୍ଟିକ୍‌ର ବ୍ୟବହାର କରନ୍ତି । ବିଷ୍ଣୁଙ୍କ ଭାଇ ମାଛ ମାରି ଆସିଥିବା ବେଳେ ବଳକା ଜିଲେଟିନ୍‌ ଷ୍ଟିକ୍‌ ଘରେ ପଡିଥିଲା । ଏହାକୁ ବିଷ୍ଣୁ ଖାଉଥିବା ବେଳେ ବିସ୍ଫୋରଣ ହେବାରୁ ତାଙ୍କ ଭାଇ ତାଙ୍କୁ ହସ୍ପିଟାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ବେଳେ ଜିଲେଟିନ୍‌ ଷ୍ଟିକ୍‌ କିଭଳି ଆସିଲା ତାହାର ତଦନ୍ତ ଜାରି ରହିଛି । (ଏଜେନ୍ସି)

blast
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026
Latest News

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.