Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»16 ଓ 17 ତାରିଖରେ ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଆଲୋଚନା କରିବେ ମୋଦି
ଆଜିର ଖବର

16 ଓ 17 ତାରିଖରେ ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଆଲୋଚନା କରିବେ ମୋଦି

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ଭାଇରସ୍‌ ସଙ୍କଟ ସମୟରେ ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ଆଉଥରେ ଆଲୋଚନା କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା 16 ଏବଂ 17 ତାରିଖରେ ବିଭିନ୍ନ ମୁଖ୍ୟମନ୍ତ୍ରୀଙ୍କ ସହିତ ମୋଦି ଆଲୋଚନା କରିବାକୁ ଯାଉଛନ୍ତି । ଏହି ଆଲୋଚନାରେ ଅନଲକ୍‌ 1.0 ସମ୍ପର୍କରେ ଆଲୋଚନା କରାଯିବ । ଏହି ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ । (ଏଜେନ୍ସି)

discussion Modi
Share. Facebook Twitter LinkedIn Email WhatsApp Copy Link

Related Posts

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026
Latest News

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026

ବ୍ରିକ୍ସ ଶିକ୍ଷାମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଅନ୍ତର୍ଜାତୀୟ ପ୍ରତିନିଧି

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.