Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ବନ୍ଦ ହେବ ବସ୍‌ ସେବା, ସୂଚନା ଦେଲେ ପରିବହନ ମନ୍ତ୍ରୀ
ଆଜିର ଖବର

ପୁଣି ବନ୍ଦ ହେବ ବସ୍‌ ସେବା, ସୂଚନା ଦେଲେ ପରିବହନ ମନ୍ତ୍ରୀ

June 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଲୋକେ ହେଉନଥିବାରୁ ବସ୍‌ ସେବା ବନ୍ଦ ହେବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ଓଏସ୍‌ଆରଟିସି ବସ୍‌ ଚଳାଚଳ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । 66 ରୁଟ୍‌ରୁ 20ଟି ରୁଟ୍‌ରେ ଲୋକେ ହେଉନାହାନ୍ତି । ଏହି ରୁଟ୍‌ଗୁଡିକରେ ଅତିବେଶୀରେ 5 ଜଣ ଲୋକେ ହେଉଛନ୍ତି । କ୍ଷତିରେ ବସ୍‌ ଚାଲିବା ସମ୍ଭବପର ହେଉନଥିବାରୁ ବାଧ୍ୟ ହୋଇ ଏହି ରୁଟ୍‌ରେ ବସ୍‌ ସେବା ବନ୍ଦ ହେବ ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ । ସେହିପରି ଅନିଶ୍ଚିତତା ଭିତରେ  ରହିଛି ଅନ୍ତଃରାଜ୍ୟ ବସ୍‌ଚଳାଚଳ ସେବା ।ଏବେ ସୁଦ୍ଧା ଏନେଇ କୌଣସି ନିଷ୍ପତ୍ତି ହୋଇନି । ଏନେଇ ମଧ୍ୟ କୌଣସି ରାଜ୍ୟ ସହିତ କଥାବାର୍ତ୍ତା ହୋଇନଥିବାର ଜଣାଇଛନ୍ତି ପରିବହନ ମନ୍ତ୍ରୀ ।  ସେହିପରି ରଥଯାତ୍ରା ପାଇଁ ବସ୍‌ ଚଳାଚଳ ନେଇ କୌଣସି ଆଲୋଚନା ହୋଇନି । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ବିଭାଗ କାର୍ଯ୍ୟ କରିବ ।

ସେହିପରି ସେପ୍ଟେମ୍ବର ପୂର୍ବରୁ ଡିଏଲ୍‌ ଓ ଏଲଏଲ୍‌ ପାଇଁ ଆବେଦନ କରି ହେବନି ବୋଲି ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ । ସେହିପରି ପୁରୁଣା ଆବେଦନକାରୀଙ୍କୁ ଜୁଲାଇରୁ ନୂଆ ସ୍ଲଟ ମିଳିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ଅଢେଇ ଲକ୍ଷ ଆବେଦନ କରିଛନ୍ତି । ନୂଆ ସ୍ଲଟ୍‌ ଦିଆଯିବ ବୋଲି ସୂଚନା ରହିଛି ।

ପରିବହନ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.