Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିଲା ସୁଶାନ୍ତଙ୍କ ପୋଷ୍ଟମର୍ଟମ୍‌ ରିପୋର୍ଟ : ଆତ୍ମହତ୍ୟା ସ୍ପଷ୍ଟ କଲେ ଡାକ୍ତର
ଆଜିର ଖବର

ଆସିଲା ସୁଶାନ୍ତଙ୍କ ପୋଷ୍ଟମର୍ଟମ୍‌ ରିପୋର୍ଟ : ଆତ୍ମହତ୍ୟା ସ୍ପଷ୍ଟ କଲେ ଡାକ୍ତର

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ସୋମବାର ଆସିଥିବା ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ ଫାଶୀ ଦେବା କାରଣରୁ ଶ୍ବାସରୁଦ୍ଧ ହୋଇଥିବା ନେଇ ରିପୋର୍ଟ ଆସିଛି । ଡାକ୍ତରଙ୍କ ବୟାନ ରେକର୍ଡ କରାଯାଇନଥିବା ବେଳେ ଶରୀରରେ ବିଷକ୍ରିୟାର ପ୍ରଭାବ ରହିଛି କି ନାହିଁ ଏହାର ପରୀକ୍ଷଣ ଜାରି ରହିଛି । ମୁମ୍ବାଇର ଡ. ଆରଏନ୍‌ କୁପର ମ୍ୟୁନିସିପାଲ ଜେନେରାଲ୍‌ ହସ୍ପିଟାଲର ଏକ ତିନି ଜଣିଆ ଡାକ୍ତରୀ ଦଳ ସୁଶାନ୍ତଙ୍କ ଶବ ବ୍ୟବଚ୍ଛେଦ କରିଥିଲେ । (ଏଜେନ୍ସି)

suicide sushantsinghrajput
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 18, 2026

ଆଜି ମଙ୍ଗଳବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2026

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026
Latest News

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 18, 2026

ଆଜି ମଙ୍ଗଳବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2026

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.