Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଲାକଳିକୁ ନେଇ ହଣାକଟା : ସ୍ବାମୀ ସ୍ତ୍ରୀ ଗୁରୁତର
ଆଜିର ଖବର

ପିଲାକଳିକୁ ନେଇ ହଣାକଟା : ସ୍ବାମୀ ସ୍ତ୍ରୀ ଗୁରୁତର

June 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ଟାଙ୍ଗୀ : ଝିମିଟି ଖେଳରୁ ମହାଭାରତ, ଏଭଳି ଘଟଣା ଦେଖିବାକୁ ମିଳିଛି ଟାଙ୍ଗୀର ରତ୍ନମାଳୀ ସାହିରେ । ଛୋଟପିଲାଙ୍କ କଳିକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡା ଭୟଙ୍କର ରୂପ ନେଇଛି । ଏହି ଆକ୍ରମଣରେ ସ୍ବାମୀ ସ୍ତ୍ରୀ ଗୁରୁତର ଭାବରେ ଆହତ ହୋଇଛନ୍ତି । ରତ୍ନମାଳୀ ସାହିରେ ଦୁଇ ପିଲା ଖେଳୁଥିବା ସମୟରେ ଉଭୟଙ୍କମ ମଧ୍ୟରେ ଝଗଡା ହୋଇଥିଲା । ତେବେ ଏହି ଘଟଣାରେ ଉଭୟ ପରିବାରର ସମ୍ପୃକ୍ତି ପରେ ଝଗଡା ଭୟଙ୍କର ରୂପ ଗ୍ରହଣ କରିଥିଲା ।

ଏହି ଯୁକ୍ତିତର୍କରେ ଉତ୍ୟକ୍ତ ମୂଳିଆ ବେହେରା ନାମକ ଯୁବକ ନିଜ ପଡୋଶୀ ପାଣ୍ଡବ ବେହେରାଙ୍କୁ କଟୁରୀରେ ଆକ୍ରମଣ କରିଥିଲେ । ଆକ୍ରମଣରେ ପାଣ୍ଡବ ବେହେରା ଗୁରୁତର ହୋଇଥିବା ବେଳେ ତାଙ୍କ ପତ୍ନୀ ସବିତା ବେହେରା ମଧ୍ୟ ଆହତ ହୋଇଛନ୍ତି । ଉଭୟ ସ୍ବାମୀ ସ୍ତ୍ରୀଙ୍କୁ ପ୍ରଥମେ ଟାଙ୍ଗୀ ମେଡିକାଲକୁ ନିଆଯାଇଥିଲା । ପାଣ୍ଡବଙ୍କ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିଲା । ଏହାକୁ ନେଇ ଅଭିଯୋଗ କରାଯିବା ପରେ ପୋଲିସ୍‌ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତ୍ତି

September 1, 2025

କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚକୁ ନେଇ ବ୍ୟାପକ ପ୍ରସ୍ତୁତି

September 1, 2025

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ

September 1, 2025

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତ୍ତି

September 1, 2025

କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚକୁ ନେଇ ବ୍ୟାପକ ପ୍ରସ୍ତୁତି

September 1, 2025

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ

September 1, 2025

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025

କଂଗ୍ରେସ ଆରମ୍ଭ କଲା ସଙ୍ଗଠନ ସୃଜନ ଅଭିଯାନ, ବଛାହେବେ ନୂତନ ଜିଲ୍ଲା ସଭାପତି

September 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.