Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୈଳଦର ବୃଦ୍ଧି ପରେ ବସ୍‌ ଭଡା ବଢାଇଲେ ସରକାର
ଆଜିର ଖବର

ତୈଳଦର ବୃଦ୍ଧି ପରେ ବସ୍‌ ଭଡା ବଢାଇଲେ ସରକାର

June 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ତୈଳଦର ବୃଦ୍ଧିର ପ୍ରଭାବ ଆଜି ଦେଖିବାକୁ ମିଳିଛି । ମଙ୍ଗଳବାରୁ ସରକାର ବସ୍‌ଭଡା ବଢାଇବାର ନିଷ୍ପତ୍ତି ନେଇଛନ୍ତି । ସାଧାରଣ ଓ ଏକ୍ସପ୍ରେସ ଭଡ଼ା କିମି ପିଛା 3 ପଇସା ବଢିଛି । ସାଧାରଣ ବସରେ କିମି ପିଛା 67 ପଇସା ଥିଲା ଯାହାକି 70 ପଇସା ହୋଇଯାଇଛି । ସେହିଭଳି ଏକ୍ସପ୍ରେସ ଭଡା ଥିଲା 70 ଯାହାକି 73 ପଇସାରେ ପହଁଚିଛି। ଏତଦ୍ ବ୍ୟତୀତ ଡିଲକ୍ସ କିମି ପିଛା ଥିଲା 95 ପଇସା ଯାହାକି 1 ଟଙ୍କା ଏକ ପଇସାକୁ ବୃଦ୍ଧି ପାଇଛି ଏବଂ ଏସି ଡିଲକ୍ସ 1.17ଟଙ୍କାରୁ ବୃଦ୍ଧି ପାଇ 1.23 ଟଙ୍କାରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତ୍ତି

September 1, 2025

କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚକୁ ନେଇ ବ୍ୟାପକ ପ୍ରସ୍ତୁତି

September 1, 2025

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ

September 1, 2025

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତ୍ତି

September 1, 2025

କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚକୁ ନେଇ ବ୍ୟାପକ ପ୍ରସ୍ତୁତି

September 1, 2025

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ

September 1, 2025

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025

କଂଗ୍ରେସ ଆରମ୍ଭ କଲା ସଙ୍ଗଠନ ସୃଜନ ଅଭିଯାନ, ବଛାହେବେ ନୂତନ ଜିଲ୍ଲା ସଭାପତି

September 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.