Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଚୀନ୍‌ ସୀମା ସଂଘର୍ଷ : 20 ଭାରତୀୟ ଯବାନ ଏବଂ 43 ଚୀନ୍‌ ଯବାନ ହତାହତ!
ଆଜିର ଖବର

ଭାରତ ଚୀନ୍‌ ସୀମା ସଂଘର୍ଷ : 20 ଭାରତୀୟ ଯବାନ ଏବଂ 43 ଚୀନ୍‌ ଯବାନ ହତାହତ!

June 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଦାଖ : ଭାରତ ଏବଂ ଚୀନ୍‌ ମଧ୍ୟରେ ଲାଗି ରହିଥିବା ସୀମା ବିବାଦରେ ଉଭୟ ପକ୍ଷର ସେନା ମଧ୍ୟରେ ସଂଘର୍ଷରେ 20 ଜଣ ଭାରତୀୟ ଯବାନ ଶହୀଦ ହୋଇଥିବା ବେଳେ ଏବଂ 43 ଜଣ ଚୀନ୍‌ ଯବାନ ନିହତ ହୋଇଛନ୍ତି । ଲଦାଖର ଗଲଓ୍ବାନ ଉପତ୍ୟାକାରେ ଉଭୟ ରାଷ୍ଟ୍ରର ସେନାଙ୍କ ମଧ୍ୟରେ ସୋମବାର ରାତିରେ ସଂଘର୍ଷ ହୋଇଥିଲା । ମଙ୍ଗଳବାର 3 ଜଣ ଭାରତୀୟ ଯବାନ ଶହୀଦ ହେବାର ଖବର ଆସିଥିଲା । ତେବେ ଚୀନ୍‌ ପକ୍ଷରୁ କୌଣସି ସଂଖ୍ୟା ଦର୍ଶାଯାଇନଥିଲା । ଏହାପରେ ରାତିରେ ଭାରତୀୟ ସେନା ପକ୍ଷରୁ 20 ଜଣ ଯବାନ ଶହୀଦ ହୋଇଥିବା ନେଇ ସୂଚନା ପ୍ରଦାନ କରାଯାଇଥିଲା । ଏହା ବ୍ୟତିତ ଏହି ଲଢେଇରେ 43ରୁ ଅଧିକ ଚୀନ୍‌ ସୈନ୍ୟଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି । ତେବେ ଉଭୟ ପକ୍ଷର ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି । (ଏଜେନ୍ସି)

china india
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026

କ୍ୟାପ୍‌ଟେନ୍ ସ୍ମୃତି ମନ୍ଧାନା ୟୁନିସେଫ୍ ଇଣ୍ଡିଆ ‘ସେଲିବ୍ରିଟି ଆଡ୍‌ଭୋକେଟ୍’

October 12, 2026

ଟାଇମ୍ସ ଫ୍ୟାଶନ୍ ୱିକ୍ ରେ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ଝଲକ ଦେଖାଇଲା ଓରମାସ୍

October 12, 2026
Latest News

ଦ୍ୱିତୀୟ ଦିନ ମାତା ବ୍ରହ୍ମଚରିଣୀଙ୍କ ପୂଜାରେ ଏହି ଭୋଗ ଅର୍ପଣ କରନ୍ତୁ, ଜାଣନ୍ତୁ ତାଙ୍କର ପୂଜା ପଦ୍ଧତି ଓ କଥା

October 12, 2026

ଟି-୨୦ରେ ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗିଲେ ଅଭିଷେକ ଶର୍ମା

October 12, 2026

କ୍ୟାପ୍‌ଟେନ୍ ସ୍ମୃତି ମନ୍ଧାନା ୟୁନିସେଫ୍ ଇଣ୍ଡିଆ ‘ସେଲିବ୍ରିଟି ଆଡ୍‌ଭୋକେଟ୍’

October 12, 2026

ଟାଇମ୍ସ ଫ୍ୟାଶନ୍ ୱିକ୍ ରେ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ଝଲକ ଦେଖାଇଲା ଓରମାସ୍

October 12, 2026

ଛାତ୍ର ସଂସଦ ନିର୍ବାଚନ: ଉଷ୍ମ ହେଲାଣି ରାଜଧାନୀ କ୍ୟାମ୍ପସ୍

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.