Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ 7 ପଜିଟିଭ୍‌
ଆଜିର ଖବର

ଆଜି ଭୁବନେଶ୍ବରରୁ 7 ପଜିଟିଭ୍‌

June 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବର ସହରର 7 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି 7 ଜଣଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନ ଏବଂ 3ଜଣ ଲୋକାଲ କେଶ ବୋଲି ବିଏମସି ପ୍ରକାଶ କରିଛି। ହୋମ କ୍ବାରେଣ୍ଟିନ୍‌ରେ ଥିବା ସମସ୍ତ ଚାରି ଆକ୍ରାନ୍ତମାନେ ହେଉଛନ୍ତି ରେଳ କର୍ମଚାରୀ । ଏହି ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 38, 30, 34 ଓ 31 ବର୍ଷ ବୋଲି ଜଣାପଡିଛି । ଏହି ଆକ୍ରାନ୍ତମାନେ ଦିଲ୍ଲୀ ଯାତ୍ରା କରିଥିବାର ସୂଚନା ରହିଛି ।

Image

ସେହିପରି ଅନ୍ୟ ତିନି ଲୋକାଲ କେସ୍‌ ମଧ୍ୟରେ ଜଣେ 31 ବର୍ଷୀୟା ମହିଳା ରହିଛନ୍ତି। ସେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ କାର୍ଯ୍ୟରତ ବୋଲି ସୂଚନା ରହିଛି । ସେହିପରି ଅନ୍ୟ ଦୁଇ ଆକ୍ରାନ୍ତ ଡୁମଡୁମା ହାଉସିଂ ବୋର୍ଡ କଲୋନୀରୁ ଚିହ୍ନଟ ହୋଇଥିବାବେଳେ ଏହି ଆକ୍ରାନ୍ତ ମଧ୍ୟରେ 45 ବର୍ଷୀୟା ଜଣେ ମହିଳାଙ୍କ ସମେତ 10 ବର୍ଷୀୟ ଏକ ବାଳକ ରହିଛି ।

ସେହିପରି ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀର କରୋନା ଆକ୍ରାନ୍ତ ଜଣକ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥ ଆକ୍ରାନ୍ତଙ୍କ ବୟସ 28 ବର୍ଷ ବୋଲି ସୂଚନା ରହିଛି ।

କରୋନା ଆକ୍ରାନ୍ତ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.