Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଜି ଓ ୟୁଜି ସିଲାବସ୍‌ରେ ରହିବ ‘ସେଲ୍ଫ ଷ୍ଟଡି’ କୋର୍ସ
ଆଜିର ଖବର

ପିଜି ଓ ୟୁଜି ସିଲାବସ୍‌ରେ ରହିବ ‘ସେଲ୍ଫ ଷ୍ଟଡି’ କୋର୍ସ

June 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଚଳିତବର୍ଷ ରାଜ୍ୟରେ ୟୁଜି ଆଉ ପିଜି ଛାତ୍ରଛାତ୍ରୀ ମାନଙ୍କ ପାଇଁ ଲାଗୁ ହେବ 25% ସେଲ୍ଫ ଷ୍ଟଡି କୋର୍ସ । ଏ ନେଇ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ୟୁଜିସି ସୁପାରିଶ ଅଛି 25 ପ୍ରତିଶତ ଶିକ୍ଷାଦାନ ଅନଲାଇନ ମାଧ୍ୟମରେ କରାଯିବାକୁ ଥିବାବେଳେ ଓ 75 ପ୍ରତିଶତ ଶିକ୍ଷାଦାନ କଲେଜରେ କ୍ଲାସ କରାଯିବ ବୋଲି ସୂଚନା ରହିଛି । ଏହା ଚଳିତ ଶିକ୍ଷା ବର୍ଷରୁ ଲାଗୁ ହେବ । ଏ ନେଇ ଷ୍ଟଡି ମ୍ୟାଟେରିଆଲ ଗୁଡ଼ିକର ରେଫେରେନ୍ସ ଦିଆଯିବ । ତେବେ ଯଦି କୌଣସି ଅସୁବିଧା ବା ଡାଉଟ ରହିଲେ କଲେଜ ଆସି ଡାଉଟ୍‌ କ୍ଲିଅର କରିପାରିବେ ଛାତ୍ରଛାତ୍ରୀ । ବିଶ୍ୱବିଦ୍ୟାଳୟ ଓ କଲେଜ ସ୍ତରରେ ବିଶେଷଜ୍ଞ ଟିମକୁ ଷ୍ଟଡି ମ୍ୟାଟେରିଆଲ ପ୍ରସ୍ତୁତ କରିବାର ଦାୟିତ୍ୱ ଦେଇଛି ଉଚ୍ଚଶିକ୍ଷା ବିଭାଗ । ଏନେଇ ସବୁ ବିଶ୍ୱବିଦ୍ୟାଳୟ ଓ କଲେଜକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଉଦ୍‌ଯାପିତ: ୧୦ ଲକ୍ଷରୁ ଅଧିକ କୃତୀ ଛାତ୍ରଛାତ୍ରୀ ସମ୍ମାନିତ

October 13, 2026

ଛାତ୍ର ସଂସଦ ନିର୍ବାଚନ : ବୋମାମାଡ଼ ଓ ମାରଣାସ୍ତ୍ର ଆକ୍ରମଣରେ ଥରୁଛି ବିଭିନ୍ନ ଶିକ୍ଷାନୁଷ୍ଠାନ

October 13, 2026

ଅକ୍ଟୋବର ୨୨ ରେ ସମସ୍ତ ରେଳ ଷ୍ଟେସନରେ ନାଗରିକ-କୈନ୍ଦ୍ରିକ ସର୍ବଭାରତୀୟ ‘ରେଳ ଜନ ସଂବାଦ’

October 13, 2026

ନବରାତ୍ରୀରେ ଗ୍ରହଣ କରନ୍ତୁ ଏହି ଉପାୟ: ହଟିବ ନକାରାତ୍ମକ ଶକ୍ତି, ଦାମ୍ପତ୍ୟ ଜୀବନରେ ମିଳିବ ସୁଖ

October 13, 2026
Latest News

ରାଜ୍ୟସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଉଦ୍‌ଯାପିତ: ୧୦ ଲକ୍ଷରୁ ଅଧିକ କୃତୀ ଛାତ୍ରଛାତ୍ରୀ ସମ୍ମାନିତ

October 13, 2026

ଛାତ୍ର ସଂସଦ ନିର୍ବାଚନ : ବୋମାମାଡ଼ ଓ ମାରଣାସ୍ତ୍ର ଆକ୍ରମଣରେ ଥରୁଛି ବିଭିନ୍ନ ଶିକ୍ଷାନୁଷ୍ଠାନ

October 13, 2026

ଅକ୍ଟୋବର ୨୨ ରେ ସମସ୍ତ ରେଳ ଷ୍ଟେସନରେ ନାଗରିକ-କୈନ୍ଦ୍ରିକ ସର୍ବଭାରତୀୟ ‘ରେଳ ଜନ ସଂବାଦ’

October 13, 2026

ସାନିଆ ମିର୍ଜାଙ୍କ ୨୨ ବର୍ଷର ରେକର୍ଡ ଭାଙ୍ଗିଲେ ମାୟା

October 13, 2026

ବିସିସିଆଇର ସ୍ପଷ୍ଟୀକରଣ: ଦିଲ୍ଲୀରେ ହିଁ ହେବ ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.