Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ବିରଳ ସୂର୍ଯ୍ୟୋପରାଗ :  ଆଜି ରାତି 10 ଟା 38 ମିନିଟ୍ ରୁ ପାକତ୍ୟାଗ ଓ ଦେବନୀତି ନିଷେଧ
ଆଜିର ଖବର

ଆସନ୍ତାକାଲି ବିରଳ ସୂର୍ଯ୍ୟୋପରାଗ :  ଆଜି ରାତି 10 ଟା 38 ମିନିଟ୍ ରୁ ପାକତ୍ୟାଗ ଓ ଦେବନୀତି ନିଷେଧ

June 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଆସନ୍ତା ଜୁନ୍‌ 21 ରେ ଅର୍ଥାତ୍ ଆସନ୍ତାକାଲି ସୂର୍ଯ୍ୟୋପରାଗ। ଓଡ଼ିଶାରେ ଏହା ଆଂଶିକ ଦୃଶ୍ୟ ହେବ । ଆଷାଢ଼ ମାସ ବିଜୟ ଅମାବାସ୍ୟାରେ ରାହୁଗ୍ରସ୍ତ କଙ୍କଣାକୃତି ଆଂଶିକ ଚୂଡ଼ାମଣି ସୂର୍ଯ୍ୟୋପରାଗ ସଂଘଟିତ ହେବ ।  ଭାରତର ହରିଆଣା, ରାଜସ୍ଥାନ, ଉତ୍ତରାଖଣ୍ଡର କିଛି ଅଞ୍ଚଳରେ କଙ୍କଣାକୃତି ଦୃଶ୍ୟ ହେବ। ଭାରତର ଅନ୍ୟାନ୍ୟ ଅଞ୍ଚଳରେ ବଳୟ ସୂର୍ଯ୍ୟ ପରାଗ ଦେଖିହେବ ତେବେ ଓଡ଼ିଶାରେ ଆଂଶିକ ପରାଗ ଦୃଶ୍ୟମାନ ହେବ ।

ପରାଗ ସ୍ପର୍ଶ ଦିବା 10ଟା 38ମିନିଟ୍‌ 8 ସେକେଣ୍ଡରେ ହେବ । ପରାଗ ମଧ୍ୟ ଦିବା 12ଟା 26 ମିନିଟ୍‌ 9 ସେକେଣ୍ଡ ଏବଂ ସର୍ବମୋକ୍ଷ ଦିବା 2ଟା 9 ମିନିଟ୍‌ 51ସେକେଣ୍ଡରେ ହେବ।   ଓଡ଼ିଶାରେ 3 ଘଣ୍ଟା 31 ମିନିଟ୍‌ଠାରୁ 3 ଘଣ୍ଟା 33 ମିନିଟ୍‌ ରହିବ । ସେହିପରି ଆଜି ରାତି 10ଟା 38 ମିନିଟ୍‌ରୁ ପାକତ୍ୟାଗ କରାଯିବ ବୋଲି ସୂଚନା ରହିଛି । ସେହିପରି ଦେବନୀତି ମଧ୍ୟ ନିଷେଧ କରାଯାଇଛି ।

ଗ୍ରହଣ ସ୍ପର୍ଶର 12 ଘଣ୍ଟା ପୂର୍ବରୁ ଶନିବାର ରାତି 10ଟା 38ଠାରୁ ପାକତ୍ୟାଗ ତଥା ଅନ୍ନଭୋଜନ ଏବଂ ଦେବନୀତି ନିଷେଧ । ସର୍ବମୋକ୍ଷ ଦିବା 2ଟା 9 ମିନିଟ୍‌ ପର୍ଯ୍ୟନ୍ତ ସୂର୍ଯ୍ୟୋପରାଗର ବିଧିବିଧାନ ପାଳନ ହେତୁ ଏହି ସମୟ ମଧ୍ୟରେ ଦେବନୀତି ଓ ଅନ୍ନଭୋଜନାଦି ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ।

 

ସୂର୍ଯ୍ୟପରାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026
Latest News

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026

ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା: ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

June 23, 2026

ଭାରତ ଏବଂ ଚୀନ ପ୍ରତିଦ୍ୱନ୍ଦ୍ୱୀ ନୁହଁନ୍ତି: ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି

June 23, 2026

ହର୍ମୁଜ୍ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ବଡ଼ ପଦକ୍ଷେପ: ଭାରତକୁ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ

June 23, 2026

ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ଟି-୨୦ ସିରିଜରୁ ବାଦ ପଡ଼ିଲେ ନୀତିଶ ରେଡ୍ଡି: ଜାଣନ୍ତୁ କାହାକୁ ମିଳିଲା ସୁଯୋଗ?

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.