Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ତିର୍ତ୍ତୋଲ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାକୁ ଜିଲ୍ଲାର ଯୁବଗୋଷ୍ଠୀଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର
ଆଞ୍ଚଳିକ

ତିର୍ତ୍ତୋଲ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାକୁ ଜିଲ୍ଲାର ଯୁବଗୋଷ୍ଠୀଙ୍କ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର

June 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ତିର୍ତ୍ତୋଲ ସ୍ଥିତ ଶାରଳା ସମବାୟ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାପାଇଁ ଜଗତସିଂହପୁର ଜିଲ୍ଲାର ସଚେତନ ଯୁବକମାନେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଭେଟି ନିଜର ଦାବିପତ୍ର ପ୍ରଦାନ କରିଛନ୍ତି।

ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯଦି ତିର୍ତ୍ତୋଲର ଉକ୍ତ ସୂତାକଳଟି କାର୍ଯ୍ୟକ୍ଷମ ହୁଏ ତାହେଲେ ମହାମାରୀ କରୋନା ସମୟରେ ବିଭିନ୍ନ ରାଜ୍ୟରୁ ଫେରି ଘରେ ବସିରହିଥିବା ପ୍ରବାସୀ ମାନେ ନିଜ ଜିଲ୍ଲାରେ ଚାକିରି କରିବା ସହିତ ଜିଲ୍ଲାର ବେକାରୀ ସମସ୍ୟା ଦୂରହେବ ଓ ଜିଲ୍ଲାର ଆର୍ଥିକ ବିକାଶ ମଧ୍ୟ ହେବ।

ଏଥିରେ ଅଜୟ କୁମାର ଗୋଛାୟତ, କାଳୀ କିଙ୍କର ମହାନ୍ତି, ରବିନାରାୟଣ କର, ସୌଭାଗ୍ୟ ସ୍ୱାଇଁ, ରୁଦ୍ର ଆଚାର୍ଯ୍ୟ, କାଳନ୍ଦୀ ଦାଶ, ଅବନୀକାନ୍ତ ଦାଶ, ଶ୍ୟାମ ସୁନ୍ଦର ସାହୁ , ସୁରେଶ ମଲ୍ଲିକ , ଅଂଶୁମାନ ମହାନ୍ତି , ଆଶିଷ ମହାନ୍ତି , ପବିତ୍ର କୁମାର୍ ମହାନ୍ତି , ମନୋରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ରହି ଦାବି ଜଣାଇଥିଲେ।

ଜଗତସିଂହପୁର ଜିଲ୍ଲାପାଳଙ୍କୁ ଦାବିପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.