Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଜଗତସିଂହପୁରରୁ 19 ଜଣ ଚିହ୍ନଟ : ଆକ୍ରାନ୍ତଙ୍କ ତଥ୍ୟ ଦେଲା ଜିଲ୍ଲା ପ୍ରଶାସନ
ଆଜିର ଖବର

ପୁଣି ଜଗତସିଂହପୁରରୁ 19 ଜଣ ଚିହ୍ନଟ : ଆକ୍ରାନ୍ତଙ୍କ ତଥ୍ୟ ଦେଲା ଜିଲ୍ଲା ପ୍ରଶାସନ

June 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ 19 ଜଣ ଚିହ୍ନଟ ହୋଇଛନ୍ତି । ନୂତନ 19 ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଇଛି ଜିଲ୍ଲାପ୍ରଶାସନ । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ18 ଜଣ ଟିଏମ୍‌ସିରୁ ଚିହ୍ନଟ ହୋଇଥବାବେଳେ ଗୋଟିଏ ଲୋକାଲ କେସ୍‌ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ 4 ଜଣ, ବିରିଡି ବ୍ଲକରୁ 2 ଜଣ, କୁଜଙ୍ଗ ବ୍ଲକରୁ 9 ଜଣ, ନାଉଗାଁ ବ୍ଲକରୁ 3 ଜଣ ଓ ଏରସମା ବ୍ଲକରୁ ଜଣେ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କମଧ୍ୟରୁ 15 ଜଣ ପଞ୍ଚାୟତ କ୍ବାରେଣ୍ଟାଇନ୍‌ ସେଣ୍ଟରରେ ଚିହ୍ନଟ ହୋଇଥିବାବେଳେ ଜଣେ କୋଭିଡ ଯୋଦ୍ଧା ରହିଛନ୍ତି । ସେହିପରି ଅନ୍ୟ ଦୁଇ ଜଣ ଜିଲ୍ଲା ମୁଖ୍ୟାଳୟ , ଆଇସୋଲେସନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ସେହିପରି ଜଣେ ଲୋକାଲ୍‌ କେସ୍‌ ନାଉଗାଁରୁ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ 16 ଜଣ ପ୍ରବାସୀ ରହିଛନ୍ତି । ଏହି ପ୍ରବାସୀଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ 2 ଜଣ ଫେରିଥିବାବେଳେ ଦିଲ୍ଲୀରୁ ଦୁଇ ଜଣ, କର୍ଣ୍ଣାଟକରୁ ତିନି ଜଣ, ମହାରାଷ୍ଟ୍ରରୁ ଜଣେ, ତାମିଲନାଡରୁ ତିନି ଜଣ, ପଶ୍ଚିମବଙ୍ଗରୁ ପାଞ୍ଚଜଣ, ସାଉଦିଆରବରୁ ଜଣେ  ରହିଛନ୍ତି ।

ଆଜି ଜିଲ୍ଲାରୁ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଏବେ ସର୍ବମୋଟ ପଜିଟିଭ୍‌ ସଂଖ୍ୟା 228ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 133 ଜଣ। ଏବେ ସୁଦ୍ଧା ଜିଲ୍ଲାରେ 95ଟି ସକ୍ରିୟ ମାମଲା ରହିଛି ।

କରୋନା ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Latest News

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.