Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ : ଜଣେ ମୃତ
ଆଜିର ଖବର

ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ : ଜଣେ ମୃତ

June 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୋର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଜାମୁଝା଼ଡ଼ି ଛକ ନିକଟରେ ଏକ ପ୍ରବାସୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ 20ଜଣ ଆହତ ହୋଇଛନ୍ତି। ବସ୍‌ଟି ପ୍ରବାସୀଙ୍କୁ ପଣ୍ଡିଚେରୀରୁ ବିହାରର ପାଟନା ଯାଉଥିବାବେଳେ ଜାମୁଝା଼ଡ଼ି ଛକ ନିକଟରେ ବସ୍‌ଟି ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ସମସ୍ତ ଆହତଙ୍କୁ ସୋର ମେଡ଼ିକାଲରେ ଚିକିତ୍ସା ନିମେନ୍ତ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.