Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଜଗତସିଂହପୁରରୁ 11ଜଣ ଚିହ୍ନଟ : ଆକ୍ରାନ୍ତଙ୍କ ତଥ୍ୟ ଦେଲା ଜିଲ୍ଲା ପ୍ରଶାସନ
ଆଜିର ଖବର

ପୁଣି ଜଗତସିଂହପୁରରୁ 11ଜଣ ଚିହ୍ନଟ : ଆକ୍ରାନ୍ତଙ୍କ ତଥ୍ୟ ଦେଲା ଜିଲ୍ଲା ପ୍ରଶାସନ

June 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ 11 ଜଣ ଚିହ୍ନଟ ହୋଇଛନ୍ତି । ନୂତନ 11 ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଇଛି ଜିଲ୍ଲାପ୍ରଶାସନ । ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ 9 ଜଣ ଟିଏମ୍‌ସିରୁ ଚିହ୍ନଟ ହୋଇଥବାବେଳେ 2 ଜଣ ଟିଏମ୍‌ସିରୁ ଯିବା ପରେ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିଥିଲେ । ଏହି ସମସ୍ତ ଆକ୍ରାନ୍ତମାନେ ପ୍ରବାସ ଫେରନ୍ତା ବୋଲି ଜଣାପଡିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଦିଲ୍ଲୀରୁ ତିନିଜଣ ଫେରିଥିବାବେଳେ, କର୍ଣ୍ଣାଟକରୁ ଜଣେ, ମହାରାଷ୍ଟ୍ରରୁ ତିନି ଜଣ, ପଶ୍ଚିମବଙ୍ଗରୁ ଜଣେ, ଉତ୍ତରପ୍ରଦେଶରୁ ଜଣେ ଓ ଗୁଜୁରାଟରୁ 2 ଜଣ ରହିଛନ୍ତି । ଆଜି ଚିହ୍ନଟ ଆକ୍ରାନ୍ତମାନେ ଦୁଇ ଗୋଟି ବ୍ଲକର ବୋଲି ଜଣାପଡିଛି । ଏରସମା ବ୍ଲକରୁ 7 ଜଣ ରହିଥିବାବେଳେ ତିର୍ତ୍ତୋଲ୍‌ ବ୍ଲକରୁ 4 ଜଣ ରହିଛନ୍ତି ।

ସେହିପରି ଏରସମା ବ୍ଲକରୁ ଚିହ୍ନଟ ହୋଇଥିବା 7 ଜଣଙ୍କ ମଧ୍ୟରୁ 5 ଜଣ ପଞ୍ଚାୟତସ୍ତରୀୟ ଟିଏମ୍‌ସି ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ 2 ଜଣ ଟିଏମ୍‌ସିରୁ ଯାଇ ହୋମ୍‌ କ୍ବାରେଣ୍ଟାଇନ୍‌ରେ ରହିଥିଲେ ।

ସୂଚନାଯୋଗ୍ୟ ଯେ ତିର୍ତ୍ତୋଲ ବ୍ଳକରୁ ଆଜି ବାହାରିଥିବା 4ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଡତିରା ପଞ୍ଚାୟତରୁ ଜଣେ , ତରଜଙ୍ଗା ପଞ୍ଚାୟତରୁ ଜଣେ, ଗୋବିନ୍ଦପୁର ପଞ୍ଚାୟତରୁ ଜଣେ, ଜଗନ୍ନାଥପୁର ପଞ୍ଚାୟତରୁ ରହିଛନ୍ତି ବୋଲି ସୂଚନା ରହିଛି ।

କରୋନାଆକ୍ରାନ୍ତ ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026
Latest News

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026

CII Odisha Chapter: ଓଡିଶାରେ ଅନୁଷ୍ଠିତ ହେବ ସିଆଇଆଇ ପୂର୍ବାଞ୍ଚଳ ପରିଷଦ ସମ୍ମିଳନୀ

May 23, 2026

କୋଲକାତାରେ ପହଞ୍ଚିଲେ ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.