Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସ୍‌ଇ ଦଶମ ଓ ଦ୍ବାଦଶ ଶ୍ରେଣୀର ବାକିଥିବା ପରୀକ୍ଷା ବାତିଲ୍‌
ଆଜିର ଖବର

ସିବିଏସ୍‌ଇ ଦଶମ ଓ ଦ୍ବାଦଶ ଶ୍ରେଣୀର ବାକିଥିବା ପରୀକ୍ଷା ବାତିଲ୍‌

June 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
CBSE Exam
ଆଜିଠାରୁ CBSE ର ଆରମ୍ଭ ହେଲା ପୁନଃମୂଲ୍ୟାୟନ: ଜାଣନ୍ତୁ ସଂପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ : ସିବିଏସଇର ଦଶମ ଓ ଦ୍ବାଦଶର ବାକି ଥିବା ସମସ୍ତ ପରୀକ୍ଷାକୁ ବାତିଲ୍‌ କରାଯାଇଛି। ଜୁଲାଇ 1ରୁ 15 ତାରିଖ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ବାତିଲ୍‌ କରାଯାଇଛି ବୋଲି ସୂଚନା ମିଳିଛି ।

ପରୀକ୍ଷା ବାତିଲ୍‌ ନେଇ ସୁପ୍ରିମ୍‌କୋର୍ଟଙ୍କୁ ଏସ୍‌ଜି ଜଣାଇଥିବାର ସୂଚନା ରହିଛି । ନିର୍ଦ୍ଦିଷ୍ଟ ଭାବେ କେବେ ରେଜଲ୍ଟ ବାହାରିବ, ସେନେଇ କାଲି ବିଜ୍ଞପ୍ତି ବାହାରିବ ବୋଲଇ ସୂଚନା ରହିଛି । ଜୁଲାଇ 15 ସୁଦ୍ଧା ଆସେସ୍‌ମେଣ୍ଟ କରି ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ରହିଛି ।

ସୂଚନାଯୋଗ୍ୟ, କରୋନା ଯୋଗୁଁ ଦେଶରେ ମାର୍ଚ୍ଚ 25 ତାରିଖରୁ ଏପ୍ରିଲ୍‌ 14 ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଲକ୍‌ ଡାଉନ୍‌ କରାଯାଇଥିଲା । ଏହାପରେ ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀର କିଛି ପରୀକ୍ଷା ହୋଇପାରିନଥିଲା । ତେବେ ଦେଶରେ ଜୁନ୍‌ 1 ତାରିଖରୁ ଦେଶରେ ଅନଲକ୍‌ 1.0 ଜାରି ହେବା ପରେ ଦଶମ ଓ ଦ୍ବାଦଶ ଶ୍ରେଣୀର ବାକି ଥିବା ପରୀକ୍ଷା 1ରୁ 15 ତାରିଖ ମଧ୍ୟରେ ହେବ ବୋଲି ସୂଚନା ରହିଥିଲା । ସେହିପରି କଣ୍ଟେନମେଣ୍ଟ ଜୋନ୍‌କୁ ଛାଡି ପରୀକ୍ଷା ହେବ ବୋଲି ସୂଚନା ରହିଥିଲା । କୋଭିଡ୍‌ ଗାଇଡ ଲାଇନ୍‌କୁ ପାଳନ କରାଯାଇ ପରୀକ୍ଷା କରାଯିବ ବୋଲି ସୂଚନା ରହିଥିଲା ।

cbse
Share. Facebook Twitter LinkedIn Email WhatsApp Copy Link

Related Posts

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026

ପାଲଲହଡାରେ ଚାଞ୍ଚଲ୍ୟ: ଯୁବକଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର, ହତ୍ୟା ସନ୍ଦେହ

June 27, 2026

ରାମ ମନ୍ଦିରର ଚୋରୀ ମାମଲା: କାହାକୁ ରାବଣ ବୋଲି କହିଲେ ଧୀରେନ୍ଦ୍ର ଶାସ୍ତ୍ରୀ?

June 27, 2026

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026
Latest News

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026

ପାଲଲହଡାରେ ଚାଞ୍ଚଲ୍ୟ: ଯୁବକଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର, ହତ୍ୟା ସନ୍ଦେହ

June 27, 2026

ରାମ ମନ୍ଦିରର ଚୋରୀ ମାମଲା: କାହାକୁ ରାବଣ ବୋଲି କହିଲେ ଧୀରେନ୍ଦ୍ର ଶାସ୍ତ୍ରୀ?

June 27, 2026

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.