Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଜଗତସିଂହପୁରରୁ 29 ପଜିଟିଭ୍‌ : ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ
ଆଜିର ଖବର

ଆଜି ଜଗତସିଂହପୁରରୁ 29 ପଜିଟିଭ୍‌ : ଆକ୍ରାନ୍ତଙ୍କ ତଥ୍ୟ ଜାରି କଲା ଜିଲ୍ଲା ପ୍ରଶାସନ

June 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁରରୁ 29 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରିଛନ୍ତି ଜିଲ୍ଲା ପ୍ରଶାସନ ।  ଆଜି ଚିହ୍ନଟ 29 ଆକ୍ରାନ୍ତଙ୍କ ମଧ୍ୟରୁ 28 ଜଣ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଜଣେ ଜଗତସିଂହପୁର ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ପ୍ରବାସ ଫେରନ୍ତା ବୋଲି ସୂଚନା ରହିଛି ।

ବିରିଡି ବ୍ଲକରୁ 10 ଜଣ ଚିହ୍ନଟ ହୋଇଥିବାବେଳେ  ଚିହ୍ନଟ 10 ଜଣଙ୍କ ମଧ୍ୟରୁ ଝାଡଖଣ୍ଡରୁ ଜଣେ, ତେଲେଙ୍ଗାନାରୁ ଜଣେ, ସାଉଦି ଆରବରୁ ଜଣେ, ତାମିଲନାଡୁରୁ ଜଣେ ଓ ମହାରାଷ୍ଟ୍ରରୁ ତିନିଜଣ ଚିହ୍ନଟ ହୋଇଛନ୍ତି । ସେହପରି ତିର୍ତ୍ତୋଲ୍‌ ବ୍ଲକରୁ ଚିହ୍ନଟ ହୋଇଥିବା 7 ଜଣ ମଧ୍ୟ ପ୍ରବାସ ଫେରାନ୍ତା । ଏହି ସାତଜଣଙ୍କ ମଧ୍ୟରେ ମହାରାଷ୍ଟ୍ରରୁ 5 ଜଣ ଫେରିଥିବାବେଳେ ତାମିଲନାଡରୁ ଜଣେ ଓ ଓମାନରୁ ଜଣେ ଜଣେ ଫେରିଛନ୍ତି ।

ସେହିପରି ରଘୁନାଥପୁର ବ୍ଲକରୁ ଆଜି 5 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ପାଞ୍ଚ ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ତିନି ଜଣ, ତାମିଲନାଡରୁ ଜଣେ ଓ ଦିଲ୍ଲୀରୁ ଜଣେ ଫେରିଥିବାର ସୂଚନା ରହିଛି ।

ବାଲିକୁଦା ବ୍ଲକରୁ 5 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆକ୍ରାନ୍ତଙ୍କ ମଧ୍ୟରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ, ଦିଲ୍ଲୀ, ଗୁଜୁରାଟ ଓ ପଞ୍ଜାବରୁ ଜଣେ ଲେଖାଏଁ ଫେରିଛନ୍ତି । କୁଜଙ୍ଗ ବ୍ଲକରୁ 2 ଜଣ ଚିହ୍ନଟ ହୋଇଛନ୍ତି । ଏହି ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ମହାରାଷ୍ଟ୍ରରୁ ଜଣେ ଓ ତାମିଲନାଡୁରୁ ଜଣେ ଫେରିଛନ୍ତି ।

ନୂତନ 29 ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ପଜିଟିଭଙ୍କ ସଂଖ୍ୟା 268ରେ ପହଞ୍ଚିଥିବାବେଳେ 155 ଜଣ ସୁସ୍ଥ ହୋଇଛନ୍ତି । ସେହିପରି 113 ଜଣ ସକ୍ରିୟ ରହିଛନ୍ତି ।

କରୋନା ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Latest News

ପୂର୍ବ ଭାରତରେ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପାଇଁ ସମ୍ମାନିତ ହେଲା ସୋଆ

March 30, 2026

ପାକିସ୍ତାନ ମାଧ୍ୟମରେ ଟ୍ରମ୍ପଙ୍କ ପ୍ରସ୍ତାବ ପାଇଲା ଇରାନ: କଡ଼ା ଜବାବ ଦେଲା ତେହରାନ

March 30, 2026

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.