Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦିଙ୍କ ଗଡ଼ରେ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ
ଆଜିର ଖବର

ମୋଦିଙ୍କ ଗଡ଼ରେ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ

March 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
congress working comitee meeting in gujutat ahamadabad
congress working comitee meeting in gujutat ahamadabad

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗଡ଼ ଗୁଜୁରାଟରେ କଂଗ୍ରେସ ନିର୍ବାଚନ ବିଗୁଲ୍‌ ବଜାଇବ। ଗୁଜରାଟ ଅହମ୍ମଦାବାଦରେ ନିର୍ବାଚନୀ ସଭାରେ ରାହୁଲ ଯୋଗଦେବେ। ଏଠାରେ ୫୮ ବର୍ଷ ପରେ କଂଗ୍ରେସ ସମିତି ବୈଠକ ଅନୁଷ୍ଠିତ ହେଉଛି। ୧୯୬୧ରେ ଶେଷ ଥର ପାଇଁ ଏଠାରେ କଂଗ୍ରେସ ବୈଠକ ହୋଇଥିଲା। ଏହି ବୈଠକରେ କଂଗ୍ରେସର ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ସମେତ ସୋନିଆ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ମଧ୍ୟ ଯୋଗଦେବେ । ପ୍ରିୟଙ୍କାଙ୍କ ସକ୍ରିୟ ରାଜନୀତିରେ ଅଂଶଗ୍ରହଣ କରିବା ପରେ ଏହା ହେଉଛି ତାଙ୍କର ପ୍ରଥମ ବୈଠକ, ଯେଉଁଠାରେ ପ୍ରଥମଥର ପାଇଁ ପ୍ରିୟଙ୍କା ଆଜି ଏହି ବୈଠକକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ କଂଗ୍ରେସ ତା’ର ନିର୍ବାଚନ ରଣନୀତି ପ୍ରସ୍ତୁତ କରିବ । ଗୁଜରାଟରେ ମୋଟ ୨୬ ଲୋକସଭା ଆସନ ରହିଛି।  ବିମୁଦ୍ରାକରଣ , ଜିଏସ୍‌ଟି, କୃଷକ ସମସ୍ୟା ଏବଂ ବେକାରୀ ସମସ୍ୟା ପ୍ରମୁଖକୁ ପ୍ରସଙ୍ଗ କରାଯିବା ନେଇ ଏହି ବୈଠକରେ ମୁଖ୍ୟ ଏଜେଣ୍ଡା ରହିଛି । ଏହି ବୈଠକରେ ପଟିଦାର ଆନ୍ଦୋଳନ ନେତା ହାର୍ଦ୍ଦିକ ପଟେଲ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେ ରାହୁଲ୍‌ ଗାନ୍ଧିଙ୍କ ଉପସ୍ଥିତିରେ କଂଗ୍ରେସର ସାମିଲ୍‌ ହେବେ ବୋଲି କିଛିଦିନ ହେବ ଚର୍ଚ୍ଚା ଲାଗି ରହିଥିଲା । ସେ ଜାମନଗର ଲୋକସଭା ଆସନରୁ ନିର୍ବାଚନ ଲଢିପାରନ୍ତି ବୋଲି ସୂଚନା ରହିଛି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026

ପଶୁପାଳକଙ୍କ ପାଇଁ ସରକାରଙ୍କ ବଡ଼ ଆଶ୍ୱାସନା: ଏବେ ଗୋଟିଏ କ୍ଲିକ୍‌ରେ ହେବ ପଶୁଧନ ବୀମା, ୧୩ଟି ଭାଷାରେ ଖୋଲିଲା ନୂଆ ପୋର୍ଟାଲ୍

September 29, 2026

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026
Latest News

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026

ପଶୁପାଳକଙ୍କ ପାଇଁ ସରକାରଙ୍କ ବଡ଼ ଆଶ୍ୱାସନା: ଏବେ ଗୋଟିଏ କ୍ଲିକ୍‌ରେ ହେବ ପଶୁଧନ ବୀମା, ୧୩ଟି ଭାଷାରେ ଖୋଲିଲା ନୂଆ ପୋର୍ଟାଲ୍

September 29, 2026

ସାବଧାନ ଗାଡ଼ି ଚାଳକ! ବଦଳୁଛି ଚାଲାଣ ଆଦାୟ ନିୟମ

September 29, 2026

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ବାସ୍ତୁ ନିୟମ: ଟ୍ରେଜେରି ସଫା ରଖିଲେ ବୃଦ୍ଧି ପାଏ ଧନ, ଜାଣନ୍ତୁ କେଉଁଠି ରଖିବେ ଟଙ୍କା-ପଇସା

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.