Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ତିନି ନୁହେଁ, ଜଣଙ୍କର ମୃତ୍ୟୁ ହୋଇଛି : ଗଞ୍ଜାମ ଜିଲ୍ଲା ପ୍ରଶାସନ
ଆଜିର ଖବର

କରୋନାରେ ତିନି ନୁହେଁ, ଜଣଙ୍କର ମୃତ୍ୟୁ ହୋଇଛି : ଗଞ୍ଜାମ ଜିଲ୍ଲା ପ୍ରଶାସନ

June 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସିକା : ଗଞ୍ଜାମର ଗୋଟିଏ ପଞ୍ଚାୟତରେ ତିନି ଜଣଙ୍କର ମୃତ୍ୟୁ ହେବା ଖବରକୁ ଜିଲ୍ଲା ପ୍ରଶାସନ ଖଣ୍ଡନ କରିଛନ୍ତି । ଧରାକୋଟ ବ୍ଲକରେ ତିନିଜଣଙ୍କର ନୁହେଁ ବରଂ ଜଣକର ମୃତ୍ୟୁ ହୋଇଛି ବୋଲି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଧରାକୋଟ ବ୍ଲକ ଜାହଡା ବ୍ଲକରୁ କେବଳ ଜଣକର ମୃତ୍ୟୁ ହୋଇଛି । ତିନିଜଣଙ୍କ ମୃତ୍ୟୁ ଖବର ଏକ ଗୁଜବ ବୋଲି କହିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଏନେଇ ଏକ ଟୁଇଟ୍‌ କରିଛନ୍ତି ଗଞ୍ଜାମ ଜିଲ୍ଲା ପ୍ରଶାସନ ।

ସୂଚନାଯୋଗ୍ୟ,  ଧରାକୋଟ ବ୍ଲକ ଜାହାଡା ପଞ୍ଚାୟତରେ ତିନିଦିନରେ ତିନିଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଥିଲା । ଧରାକୋଟ ବ୍ଲକ ଉପାଧ୍ୟକ୍ଷ ଭଗବାନ ସ୍ବାଇଁଙ୍କ ସହ ତିନିଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇଜଣ ମୃତକଙ୍କ ଭାଇ ହୋଇଥିବାର ସୂଚନା ରହିଥିଲା । ତେବେ ଗଞ୍ଜାମରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ମୃତ୍ୟୁ ମଧ୍ୟ ହୋଇଛି ।

କରୋନା ଗଞ୍ଜାମ ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026
Latest News

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.