Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଦେଶରେ ଗତ 24 ଘଣ୍ଟାରେ 442ଙ୍କ ଜୀବନ ନେଲାଣି କରୋନା
ଆଜିର ଖବର

କରୋନା ଅପଡେଟ୍‌ : ଦେଶରେ ଗତ 24 ଘଣ୍ଟାରେ 442ଙ୍କ ଜୀବନ ନେଲାଣି କରୋନା

July 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 6 ଲକ୍ଷ 48 ହଜାର 315କୁ ବୃଦ୍ଧି ହୋଇଛି । ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 18 ହଜାର 655କୁ ବୃଦ୍ଧି ହୋଇଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ  24 ଘଣ୍ଟାରେ ସର୍ବାଧିକ 22 ହଜାର 771 ଜଣ ଆକ୍ରାନ୍ତ ହୋଇଥିବାବେଳେ 442ଜଣ ମୃତବରଣ କରିଛନ୍ତି ।

ଦେଶରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 2 ଲକ୍ଷ 35 ହଜାର 433 ଜଣ ରହିଥିବାବେଳେ ସୁସ୍ଥ ହୋଇଛନ୍ତି 3 ଲକ୍ଷ 94 ହଜାର 226ଜଣ।  ମହାରାଷ୍ଟ୍ରରେ ସର୍ବାଧିକ 1 ଲକ୍ଷ 92 ହଜାର 990ଜଣ ଆକ୍ରାନ୍ତ ରହିଥିବାବେଳେ ମୃତ୍ୟୁସଂଖ୍ୟା 8376କୁ ବୃଦ୍ଧି ହୋଇଛି । ସେହିପରି ଦିଲ୍ଲୀରେ 2ହଜାର 923ଜଣ, ଗୁଜୁରାଟରେ 1 ହଜାର 904ଜଣ, ତାମିଲନାଡୁରେ 1 ହଜାର 385ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026
Latest News

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026

ଆଜି ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା: ଜାଣନ୍ତୁ କେଉଁ ସମୟରେ ଆରମ୍ଭ ହେବ ରଥଟଣା?

March 26, 2026

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.