Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ କରୋନା ଯୋଦ୍ଧାଙ୍କୁ ସମ୍ମାନିତ, ଅରୁଣିମା କ୍ଲବର ସଚେତନତା କାର୍ଯ୍ୟକ୍ରମକୁ ଜନସାଧାରଣରେ ଉଚ୍ଚ ପ୍ରଶଂସା
ଆଞ୍ଚଳିକ

ବାଣପୁରରେ କରୋନା ଯୋଦ୍ଧାଙ୍କୁ ସମ୍ମାନିତ, ଅରୁଣିମା କ୍ଲବର ସଚେତନତା କାର୍ଯ୍ୟକ୍ରମକୁ ଜନସାଧାରଣରେ ଉଚ୍ଚ ପ୍ରଶଂସା

July 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିବା ପାଇଁ ବାଣପୁର ବ୍ଲକ ସାନହନ୍ତୁଆଡ଼ ଗାଁର ଅରୁଣିମା କ୍ଲବ୍ ହାତକୁ ନେଇଛି ଏକ ନିଆରା କାର୍ଯ୍ୟକ୍ରମ। ଆଜିଠାରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମର ପ୍ରଥମ ଦିନରେ ତିନିଟି ପଞ୍ଚାୟତ ଗାଲୁଆ, ବିଷ୍ଣୁଡିହ, କୁମାରଙ୍ଗରେ ସରପଞ୍ଚ ଓ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାମ କରୁଥିବା ସମାଜସେବୀ ଓ ସମାଜସେବିକା ମାନଙ୍କୁ ସମ୍ମାନିତ କରାଯାଇଥିଲା।

କାର୍ଯ୍ୟକ୍ରମରେ ଗାଲୁଆ ସରପଞ୍ଚ ପ୍ରତିନିଧି ଚିତ୍ତରଂଜନ ସାମନ୍ତରାୟ, ବିଷ୍ଣୁଡିହ ସରପଞ୍ଚ ଶେଷଦେବ ପ୍ରଧାନ, କୁମାରାଙ୍ଗ ସରପଞ୍ଚ ମନୋଜ ପ୍ରଧାନଙ୍କୁ ସମ୍ମାନିତ କରାଯାଇଥିଲା। ଆୟୋଜକ ଅରୁଣିମା କ୍ଲବ ପକ୍ଷରୁ ସଭାପତି ଶେଷଦେବ ବରାଳ, ଉପଦେଷ୍ଟା ମୁକୁନ୍ଦ ମହାନ୍ତି, ମୁଖ୍ୟ ଉପଦେଷ୍ଟା ପର୍ଶୁରାମ ପଟ୍ଟନାୟକ, ସଂଯୋଜକ ଦୀପକ ଜେନା, ବରିଷ୍ଠ ଉପଦେଷ୍ଟା ବସନ୍ତ ବରାଳ, ନିରଞ୍ଜନ ପ୍ରଧାନ, ଗିରିଜା ପ୍ରସାଦ ନାୟକ ବର୍ମା, ସଂପାଦକ ସୁନିଲ ପାଇକରାୟ, ସତ୍ୟନାରାୟଣ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଆଗକୁ କ୍ଲବ ପକ୍ଷରୁ ବାଣପୁର ବ୍ଲକର ଅନ୍ୟ ସମସ୍ତ ପଞ୍ଚାୟତରେ କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରାଯିବ ବୋଲି କ୍ଲବ ସଭାପତି ଶେଷଦେବ ବରାଳ କହିଛନ୍ତି। ଏପରି କାର୍ଯ୍ୟକ୍ରମକୁ ଜନସାଧାରଣରେ ଉଚ୍ଚ ପ୍ରଶଂସା କରାଯାଇଛି। ଏହା ପୂର୍ବରୁ କରୋନା ସମୟରେ ରଙ୍ଗର ପର୍ବ ହୋଲିରେ ଅରୁଣିମା କ୍ଲବର ସଦସ୍ୟମାନେ ନିଜେ ରଙ୍ଗ ନ ଖେଳିବା ସହିତ ଗାଁରେ କାହାକୁ ରଙ୍ଗ ଖେଳିବାକୁ ଦେଇନଥିଲେ ଏବଂ ଲୋକଙ୍କ ମଧ୍ୟରେ କରୋନା ସଂପର୍କରେ ସଚେତନତା ସୃଷ୍ଟି କରିଥିଲେ। ଯାହାକି ବାଣପୁର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିଲା।

ବାଣପୁର ସାନହନ୍ତୁଆଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଏହି ପ୍ରସଙ୍ଗରେ ଯୋଗୀ ସରକାରଙ୍କୁ ଆକ୍ରମଣ କଲେ ଶଙ୍କରାଚାର୍ଯ୍ୟ: ଆଣିଲେ ଗୁରୁତର ଅଭିଯୋଗ

July 28, 2026

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.