Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନ୍ଦରଗଡରୁ ଚିହ୍ନଟ 83 ପଜିଟିଭ୍‌ ମଧ୍ୟରେ 7 କରୋନା ଯୋଦ୍ଧା
ଆଜିର ଖବର

ସୁନ୍ଦରଗଡରୁ ଚିହ୍ନଟ 83 ପଜିଟିଭ୍‌ ମଧ୍ୟରେ 7 କରୋନା ଯୋଦ୍ଧା

July 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାର 83 ଆକ୍ରାନ୍ତଙ୍କ ମଧ୍ୟରୁ 7 କରୋନା ଯୋଦ୍ଧା ରହିଥିବାର ସୂଚନା ରହିଛି । ଏହି 7 କରୋନା ଯୋଦ୍ଧା ମଧ୍ୟରୁ ବିପିୟୁଟିରୁ 4 ଆକ୍ରାନ୍ତ ଚିହ୍ନଟ ହାେଇଥିବାବେଳେ ଅନ୍ୟ ତିନିଜଣ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି ।  ସେହିପରି ବାହାର ରାଜ୍ୟ ଫେରନ୍ତା ରାଉରକେଲାର 23 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ପୂର୍ବ ଆକ୍ରାନ୍ତଙ୍କସଂସ୍ପର୍ଶରେ ଆସି 22 ଜଣ ସଂକ୍ରମିତ ହୋଇଥିବାର ସୂଚନା ରହିଛି ।  ସେହିପରି ସୁନ୍ଦରଗଡ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 14 ପଜିଟିଭ୍‌ ଚିହ୍ନଟ ହୋଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ତିନି ଜଣ ଗର୍ଭବତୀ ମହିଳା ରହିଛନ୍ତି । ସେହିପରି 2 ଜଣ ଲୋକାଲ୍‌ କେସ୍‌ ରହିଥିବାର ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।

corona COVIDWARRIOR sundargarh
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Latest News

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.