Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ଅର୍ଥନୀତିର କ୍ରମଶଃ ସୁଧାର ଆସୁଛି, କହିଲେ ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ
ଆଜିର ଖବର

ଦେଶର ଅର୍ଥନୀତିର କ୍ରମଶଃ ସୁଧାର ଆସୁଛି, କହିଲେ ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

July 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କରୋନା ସଂକଟ କାରଣରୁ ଦେଶର ଅର୍ଥନୀତି ପ୍ରତି ଯେଉଁ ସଂକଟ ଦେଖାଦେଇଥିଲା, କଟକଣା କୋହଳ ହେବା ପରେ ତାହା କ୍ରମଶଃ ସୁଧୁରୁଛି। ଭାରତୀୟ ଅର୍ଥନୀତି ସ୍ବାଭାବିକ ହେବାର ଲକ୍ଷଣ ଦେଖା ଦେଉଛି। ଏହା କହିଛନ୍ତି ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ।

ଶନିବାର ଦିନ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଆୟୋଜିତ ‘ ସପ୍ତମ ବ୍ୟାଙ୍କିଙ୍ଗ୍ ଆଣ୍ଡ୍ ଇକୋନମିକ୍ସ କନ୍‌କ୍ଲେଭ୍’ରେ ଉଦ୍‌‌ବୋଧନ ଦେଇ ସେ କହିଲେ, ଲକ୍‌ଡାଉନ୍‌ ସମୟରେ ଦେଶର ଆର୍ଥନୈତିକ ଧାରାକୁ ଜାରି ରଖିବା ନିମନ୍ତେ ରିଜର୍ଭ ବ୍ୟାଙ୍କ୍ ଅନେକ ଗୁଡ଼ିଏ ପଦକ୍ଷେପ ଗ୍ରହଣ କରିଥିଲା।

ମୁଣ୍ଡ ଟେକୁଥିବା ବିପଦକୁ ଚିହ୍ନଟ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ତା’ର ‘ଅଫ୍‌ସାଇଟ୍ ସର୍ଭିଲେନ୍‌ସ୍ ମେକାନିଜମ୍’ ସୁଦୃଢ଼ କରିଥିବା ଶ୍ରୀ ଦାସ କହିଛନ୍ତି। ଅର୍ଥନୀତିରେ ସୃଷ୍ଟି ମାନ୍ଦାବସ୍ଥା ଦୂର କରିବା ପାଇଁ କରୋନା ମହାମାରୀ ପୂର୍ବରୁ ହିଁ ରୋପୋ ରେଟ ହ୍ରାସ କରାଯାଇଛି ବୋଲି ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣର କହିଛନ୍ତି। ଅର୍ଥନୈତିକ ଧାରାକୁ ବିପଦରୁ ଉଦ୍ଧାର କରିବାକୁ ପାଣ୍ଠି ବୃଦ୍ଧି ନିମନ୍ତେ ରିଜର୍ଭ ବ୍ୟାଙ୍କ୍ କ୍ରେଡିଟ୍ ଫ୍ଲୋ ସୁନିଶ୍ଚିତ କରିଛି।

ରିଜର୍ଭ ବ୍ୟାଙ୍କ ଶକ୍ତିକାନ୍ତ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.