Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି ତିନିଜଣଙ୍କର ଜୀବନ ନେଲା କରୋନା : ରାଜ୍ୟରେ ମୃତ୍ୟୁ ସଂଖ୍ୟା 77କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି ତିନିଜଣଙ୍କର ଜୀବନ ନେଲା କରୋନା : ରାଜ୍ୟରେ ମୃତ୍ୟୁ ସଂଖ୍ୟା 77କୁ ବୃଦ୍ଧି

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ ତିନିଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ 2 ଜଣ ଗଞ୍ଜାମରୁ ହୋଇଥିବାବେଳେ ଜଣେ ଭୁବନେଶ୍ବରର ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଗଞ୍ଜାମରୁ ଦୁଇ ମୃତକଙ୍କ ପୁରୁଷ ହୋଇଥିବାବେଳେ ବୟସ 65 ଓ 86 ବୋଲି ସୂଚନା ରହିଛି । ଭୁବନେଶ୍ବରର ମୃତକ ଜଣକ 72 ବର୍ଷୀୟ ପୁରୁଷ ।

ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା 77କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ କରୋନା ମୃତ୍ୟୁ ଜନିତ 46କୁ ବୃଦ୍ଧି ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି ହୋଇଛି ।

ସେହିପରି ଆଜି ଦୁଇଜଣ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସତ୍ତ୍ବେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି । ଏହି ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଗଞ୍ଜାମ ଜିଲ୍ଲାର 72 ବର୍ଷରହୋଇଥିବାବେଳେ ଅନ୍ୟ ଜଣେ 52 ବର୍ଷୀୟ ଖୋରଦ୍ଧା ଜିଲ୍ଲାର ବୋଲି ସୂଚନା ରହିଛି । ସେହିପରି କରୋନାରେ ଆକ୍ରାନ୍ତ ହୋଇଥିବା ସତ୍ତ୍ବେ ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବା ମୃତକଙ୍କ ସଂଖ୍ୟା 24ରେ ପହଞ୍ଚିଛି ।

ଆକ୍ରାନ୍ତ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026
Latest News

ଡିଜେଲ ଉପରେ ରପ୍ତାନୀ ଶୁଳ୍କ ବୃଦ୍ଧି

April 11, 2026

ମିଆଁପୁରର ନାମ ବଦଳାଇଲେ ମୁଖ୍ୟମନ୍ତ୍ରୀ ଯୋଗୀ: ଏବେ ରବିନ୍ଦ୍ର ନଗର ଟାଗୋରଙ୍କ ନାମରେ ହେବ ପରିଚିତ

April 11, 2026

ୟୁପିରେ SIR ଦ୍ଵାରା କଟିଲା ୨.୮୯ କୋଟି ନାମ: ପୂର୍ବରୁ ଥିଲେ କେତେ ଭୋଟର?

April 11, 2026

ପଶ୍ଚିମବଙ୍ଗରେ ବିଜେପି ର କିଏ ହେବେ ମୁଖ୍ୟମନ୍ତ୍ରୀ?: ଅମିତ ଶାହଙ୍କ ବଡ଼ ଘୋଷଣା

April 11, 2026

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.