Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ସହରରୁ ଆଉ 4 ପଜିଟିଭ୍‌
ଆଜିର ଖବର

କଟକ ସହରରୁ ଆଉ 4 ପଜିଟିଭ୍‌

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକ ସହରରେ ଆଉ 4 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଚାରି ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣ ଇନ୍‌ଷ୍ଟିଚ୍ୟୁସନାଲ୍‌ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ଜଣେ ହୋମ୍‌ କ୍ବାରେଣ୍ଟିନ୍‌ ଓ ଅନ୍ୟ ଜଣେ ଲୋକାଲ୍‌ କେସ୍‌ ବୋଲି ସୂଚନା ରହିଛି ।

ଲୋକାଲ୍‌ କେସ୍‌ ଜଣକ ସୂତାହାଟର ଜଣେ 36 ବର୍ଷୀୟା ମହିଳା ବୋଲି ସୂଚନା ରହିଛି । ସେହିପରି ହୋମ୍‌ କ୍ବାରେଣ୍ଟିନ୍‌ର ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ 46 ବର୍ଷୀୟ ପୁରୁଷ ହୋଇଥିବାବେଳେ ତାଙ୍କ ଘର ସିଡିଏ ସେକ୍ଟର -6 ବୋଲି ସୂଚନା ରହିଛି ।

ସରକାରୀ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ଦୁଇ ଆକ୍ରାନ୍ତଙ୍କ ମଧ୍ୟରୁ ଜ ଣେ 60 ବର୍ଷ ବୟସ୍କା ବୃଦ୍ଧା ଜଣାପଡିଥିବାବେଳେ ଅନ୍ୟ ଜଣେ 34 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି ।

Image

ନୂତନ 4 ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 295ରେ ପହଞ୍ଚିଥିବାବେଳେ  ସୁସ୍ଥ ହୋଇଛନ୍ତି 134 ଜଣ । ସେହିପରି କଟକ ସହରରୁ କରୋନାରେ 7ଜଣ ମୃତ୍ୟୁ ବରଣ କରିଥିବାବେଳେ ଏବେ ସୁଦ୍ଧା କଟକ ସହରରେ 154ଟି ସକ୍ରିୟ ମାମଲା ରହିଛି ।

ଆକ୍ରାନ୍ତ କଟକ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.