ବିଜେଡ଼ିର ୩୭ଜଣିଆ ଇସ୍ତାହାର କମିଟି ଘୋଷିତ

Published: Mar 14, 2019, 3:13 pm IST

ବିଜେଡ଼ିର ୩୭ ଜଣିଆ ଇସ୍ତାହାର କମିଟି ଘୋଷଣା କଲେ ସଭାପତି ନବୀନ ପଟ୍ଟନାୟକ । ଏହି କମିଟିର ଅଧ୍ୟକ୍ଷ ବେଦ ପ୍ରକାଶ ଅଗ୍ରୱାଲ ହୋଇଥିବାବେଳେ ଏହି କମିଟିରେ ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଂଜନ ପଟ୍ଟନାୟକ, ମଙ୍ଗଳା କିଶାନ, ପଦ୍ମନାଭ ବେହେରା, କସ୍ତୁରୀ ମହାପାତ୍ର  ସହ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଅନଙ୍ଗ ଉଦୟ ସିଂଦେଓ, ଭର୍ତ୍ତୃହରି ମହତାବ, ଅଚ୍ୟୁତ ସାମନ୍ତ, ଅତନୁ ସବ୍ୟସାଚୀ ନାୟକ, ସଂଜୟ ଦାସବର୍ମା, ଅରୁଣ ସାହୁ, ସୁଦାମ ମାରଣ୍ଡୀ, ରମେଶ ମାଝୀ, ସୁବାସ ସିଂହ, ନଳିନୀ ପ୍ରଧାନ, ନବ ଦାସ, ରବି ନନ୍ଦଙ୍କ ସମେତ କମିଟିରେ କିଛି ଚାଷୀ ନେତା, ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ନେତ୍ରୀଙ୍କୁ ସାମିଲ୍ କରାଯାଇଛି।

Related posts