Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 3 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 86କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି 3 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 86କୁ ବୃଦ୍ଧି

July 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି ତିନିଜଣଙ୍କ ମୁଣ୍ଡ ନେଇଛି କରୋନା । ଏହି ମୃତକଙ୍କ ମଧ୍ୟରେ ଦୁଇ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ ଗଜପତି ଜିଲ୍ଲାରୁ ଜଣେ ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମ ଜିଲ୍ଲାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ମଧ୍ୟରେ ଦୁଇଜଣ ରହିଛନ୍ତି । ଜଣେ 63 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଜଣେ 60 ବର୍ଷୀୟ ପୁରୁଷ । ସେହିପରି ଗଜପତି ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 48 ବର୍ଷ ମହିଳା  ବୋଲି ସୂଚନା ରହିଛି ।

ରାଜ୍ୟରେ ମୃତକଙ୍କ ସଂଖ୍ୟା 86କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 52କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ଆମେରିକା ସମ୍ପର୍କରେ ନୂଆ ମୋଡ଼! ପ୍ରତିରକ୍ଷାଠାରୁ ଔଷଧ ପର୍ଯ୍ୟନ୍ତ ବଢ଼ିବ ସହଯୋଗ, ଟ୍ରମ୍ପ-ମୋଦୀ ଆଲୋଚନା ପରେ ବଡ଼ ସଙ୍କେତ

October 13, 2026

ଦିଲ୍ଲୀରେ CJP ର ପ୍ରତିବାଦ: ଆଶୁତୋଷ ରାଙ୍କା ଓ ସୌରଭ ଦାସ ଅଟକ

October 13, 2026

ନୂଆପଡ଼ାରେ ଚାଞ୍ଚଲ୍ୟ! ଗୋଟିଏ ଘରୁ ମିଳିଲା ନବଦମ୍ପତିଙ୍କ ମୃତଦେହ

October 13, 2026

ଚିନ୍ତା ବଢ଼ାଇଲା ଦରବୃଦ୍ଧି, ୫.୫୪%କୁ ବଢ଼ିଲା ଖୁଚୁରା ମୁଦ୍ରାସ୍ଫୀତି

October 13, 2026
Latest News

ଭାରତ-ଆମେରିକା ସମ୍ପର୍କରେ ନୂଆ ମୋଡ଼! ପ୍ରତିରକ୍ଷାଠାରୁ ଔଷଧ ପର୍ଯ୍ୟନ୍ତ ବଢ଼ିବ ସହଯୋଗ, ଟ୍ରମ୍ପ-ମୋଦୀ ଆଲୋଚନା ପରେ ବଡ଼ ସଙ୍କେତ

October 13, 2026

“ଉଭୟଙ୍କ ମଧ୍ୟରେ ସମ୍ପର୍କ…”: ପ୍ରଧାନମନ୍ତ୍ରୀ ମୋଦି ଏବଂ ଟ୍ରମ୍ପଙ୍କ ବିଷୟରେ ବଡ଼ ବୟାନ ଦେଲେ ସର୍ଜିଓ ଗୋର୍

October 13, 2026

ଦିଲ୍ଲୀରେ CJP ର ପ୍ରତିବାଦ: ଆଶୁତୋଷ ରାଙ୍କା ଓ ସୌରଭ ଦାସ ଅଟକ

October 13, 2026

ନୂଆପଡ଼ାରେ ଚାଞ୍ଚଲ୍ୟ! ଗୋଟିଏ ଘରୁ ମିଳିଲା ନବଦମ୍ପତିଙ୍କ ମୃତଦେହ

October 13, 2026

ଚିନ୍ତା ବଢ଼ାଇଲା ଦରବୃଦ୍ଧି, ୫.୫୪%କୁ ବଢ଼ିଲା ଖୁଚୁରା ମୁଦ୍ରାସ୍ଫୀତି

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.