Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସୁସ୍ଥ ହେଲେ 457 କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ 457 କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 457 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 118 ଜଣ ଆରୋଗ୍ୟ ହୋଇଥିବା ବେଳେ ଅନ୍ୟ ଜିଲ୍ଲାଗୁଡିକ ମଧ୍ୟରେ ନୟାଗଡ଼ରୁ 53, କଟକରୁ 44, ସୁନ୍ଦରଗଡ଼ରୁ 38, ଖୋର୍ଦ୍ଧାରୁ 32, ଗଜପତିରୁ 22, ଯାଜପୁରରୁ 20, ନୂଆପଡ଼ାରୁ 18, ବାଲେଶ୍ବରରୁ 17, ମୟୂରଭଂଜରୁ 15 ଏବଂ ଅନୁଗୁଳ ଓ କୋରାପୁଟରୁ 11 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।

ମାଲକାନଗିରି ଓ କେନ୍ଦ୍ରାପଡ଼ାରୁ 9 ଲେଖାଏଁ, କେନ୍ଦୁଝରରୁ 7, ଝାରସୁଗୁଡାରୁ 6, ବୌଦ୍ଧରୁ 5, ଦେବଗଡ଼ ଜିଲ୍ଲାରୁ 4 ଜଣ ସୁସ୍ଥ ହୋଇଛନ୍ତି। ବରଗଡ଼, ନବରଙ୍ଗପୁର ଓ ସମ୍ବଲପୁରରୁ 3 ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ବଲାଙ୍ଗିର, ପୁରୀ, ରାୟଗଡ଼ାରୁ 2 ଜଣ ଲେଖାଏଁ ଏବଂ ଭଦ୍ରକ,ଢେଙ୍କାନାଳ,ଜଗତସିଂହପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ଏଯାବତ କରୋନା ଆରୋଗ୍ୟଙ୍କ ସଂଖ୍ୟା 12 ହଜାର 910କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona recovery cuttack Ganjam Health dept khurda Sundergarh
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.