Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଦିନକରେ 37 ହଜାର 724 ଜଣ ଆକ୍ରାନ୍ତ, 648 ମୃତ
ଆଜିର ଖବର

ଦେଶରେ ଦିନକରେ 37 ହଜାର 724 ଜଣ ଆକ୍ରାନ୍ତ, 648 ମୃତ

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ ନିକଟତର ହେଲାଣି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା 28 ହଜାର 732କୁ ବୃଦ୍ଧି । ଆକ୍ରାନ୍ତଙ୍କ ସଂଖ୍ୟା 11 ଲକ୍ଷ 92 ହଜାର 915ରରେ ପହଞ୍ଚିଛି । 24 ଘଣ୍ଟାରେ ସର୍ବାଧିକ 37 ହଜାର 724 ଆକ୍ରାନ୍ତ ହୋଇଥିବାବେଳେ 648ରୁ ମୃତ୍ୟୁ ହୋଇଛି । ଦେଶରେ ଏବେ ପର୍ଯ୍ୟନ୍ତ ସକ୍ରିୟ ଆକ୍ରାନ୍ତ 4 ଲକ୍ଷ 11 ହଜାର 133 ଜଣ ରହିଛନ୍ତି । ସେହିପରି ସୁସ୍ଥ ହୋଇଛନ୍ତି  7 ଲକ୍ଷ 53ହଜାର 049 ଜଣ ।

ମହାରାଷ୍ଟ୍ରରେ 3 ଲକ୍ଷ 27 ହଜାର 31 ଆକ୍ରାନ୍ତ ରହିଥିବାବେଳେ 12 ହଜାର 276ଙ୍କର ମୃତ୍ୟୁ ହୋଇଛି । ଦିଲ୍ଲୀରେ 3ହଜାର 690ଙ୍କର ମୃତ୍ୟୁ ହୋଇଥିବାବେଳେ ତାମିଲନାଡୁରେ 2 ହଜାର 626ଜଣଙ୍କର ମୃତ୍ୟୁ ହୋଇଛି । ଗୁଜୁରାଟରେ 2 ହଜାର 196ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

କରୋନା ସଂକ୍ରମଣ ନୂଆଦିଲ୍ଲୀ
Share. Facebook Twitter LinkedIn Email WhatsApp Copy Link

Related Posts

୯ ପୋଲିସକୁ ଫାଶୀ

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026

୨୦୨୫–୨୬ ଆର୍ଥିକ ବର୍ଷରେ ସ୍କ୍ରାପ୍ ବିକ୍ରୟରୁ ରେକର୍ଡ ରାଜସ୍ୱ ଅର୍ଜନ କଲା ପୂର୍ବ ତଟ ରେଳପଥ

April 6, 2026
Latest News

ବିଜେଡିରୁ ପୁଣି ନିଲମ୍ବନ ହେଲେ ଜଣେ ପୂର୍ବତନ ବିଧାୟକ ଏବଂ ଜଣେ ପୂର୍ବତନ ସାଂସଦ

April 6, 2026

୯ ପୋଲିସକୁ ଫାଶୀ

April 6, 2026

ଓଡ଼ିଶାରେ ଯଥେଷ୍ଟ ପରିମାଣରେ ଇନ୍ଧନ ଗଚ୍ଛିତ ଅଛି: ସ୍ପଷ୍ଟ କଲେ ସରକାର

April 6, 2026

୧୪ ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ

April 6, 2026

ରାଜ୍ୟସଭା ସଦସ୍ୟ ଭାବେ ୧୯ ଜଣ ନେଲେ ଶପଥ, ଓଡିଶାର ତିନିଜଣ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.