Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 6 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 114କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି 6 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 114କୁ ବୃଦ୍ଧି

July 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ପୁଣି 6ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ପାଞ୍ଚଜଣ କରୋନାରେ ଥିବାବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପାଣିପାଗ ବିଭାଗ ସୂଚନା ଦେଇଛି । ଆଜି ମୃତକଙ୍କ ମଧ୍ୟରେ 3 ଜଣ ପୁରୁଷ ଓ 2 ଜଣ ମହିଳା ରହିଛନ୍ତି ।

ଗଞ୍ଜାମରେ ମୃତ୍ୟୁବରଣ କରିଥିବା ପାଞ୍ଚଜଣଙ୍କ ମଧ୍ୟରେ 4 ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ଗଞ୍ଜାମ ଜିଲ୍ଲାର 41 ବର୍ଷୀୟ ଜଣେ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ ସେ ହାଇପର୍ଟେସନରେ ପୀଡ଼ିତ ଥିଲେ । ସେହିପରି ଅନ୍ୟ ଜଣେ ମୃତକଙ୍କ ବୟସ 63 ବର୍ଷ ହୋଇଥିବାବେଳେ ସେ ମଧ୍ୟ ହାଇପରର୍ଟେନସନ୍‌ରେ ପୀଡ଼ିତ ଥିଲ । 51 ବର୍ଷୀୟା ମହିଳାଙ୍କର ମୃତ୍ୟୃୁ ହୋଇଛି । ସେହିପରି ଅନ୍ୟ ଜଣେ ଆକ୍ରାନ୍ତଙ୍କ ବୟସ 69 ବର୍ଷ ବୋଲି ସୂଚନା ରହିଛି । ସେହିପରି ଆଜି ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ମୃତକଙ୍କ ବୟସ 86 ବର୍ଷ ମହିଳା ବୋଲି ଜଣାପଡିଛନ୍ତି । ସେ ଡାଇବେଟିସ୍‌ ଓ ହାଇପରର୍ଟେନସନରେ ପୀଡ଼ିତ ଥିଲେ ।

ଗଞ୍ଜାମରୁ ସର୍ବାଧିକ 67ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ 15 ଜଣଙ୍କ ମୃତ୍ୟୁ ହୋଇଛି ।ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 114କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.