Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିନକରେ 1500ରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ : ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ 1594 ପଜିଟିଭ୍‌
ଆଜିର ଖବର

ଦିନକରେ 1500ରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ : ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ 1594 ପଜିଟିଭ୍‌

July 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ 1594 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1067ଜଣ ଚିହ୍ନଟ ହୋଇଥିବାବେଳେ 527ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 22ହଜାର 693କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 8ହଜାର 158ଜଣ । ସେହିପରି ସୁସ୍ଥ ହୋଇଛନ୍ତି 14 ହଜାର392ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 114ଜଣ । ସେହିପରି 31 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.