Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି 808 କରୋନା ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ରାଜ୍ୟରେ ଆଜି 808 କରୋନା ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରାଜ୍ୟରେ ଆଉ 808 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 530 ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡ଼ାରୁ 61, କଟକରୁ 35, ମାଲକାନଗିରିରୁ 30, ଗଜପତିରୁ 22, ବାଲେଶ୍ବର ଓ ଖୋର୍ଦ୍ଧାରୁ 19 ଜଣ ଲେଖାଏଁ, ବରଗଡ଼ ଓ ଭଦ୍ରକରୁ 18 ଲେଖାଏଁ, ବୌଦ୍ଧରୁ 8 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଝାରସୁଗୁଡା, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝରରୁ 7 ଲେଖାଏଁ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ 5,ନବରଙ୍ଗପୁରରୁ 4,ସୁନ୍ଦରଗଡ଼ରୁ 3 ଜଣ ସୁସ୍ଥ ହୋଇଛନ୍ତି। ଅନୁଗୁଳ, ଯାଜପୁର ଓ ପୁରୀରୁ 2 ଜଣ ଲେଖାଏଁ ଏବଂ କୋରାପୁଟ, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା 15 ହଜାର 200କୁ ବୃଦ୍ଧି ପାଇଛି।

corona update Ganjam
Share. Facebook Twitter LinkedIn Email WhatsApp Copy Link

Related Posts

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Latest News

ଉପକୂଳ ସମୁଦ୍ରରେ ମାଛଧରା ନିଷେଧ

April 15, 2026

ବରଯାତ୍ରୀ ଗାଡ଼ି ଦୁର୍ଘଟଣା: ୧ ମୃତ, ୧୫ ଆହତ

April 15, 2026

ଆଜି ଶକ୍ତି ପ୍ରଦର୍ଶନ କରିବ ଓଡ଼ିଶା ଜନତା କଂଗ୍ରେସ

April 15, 2026

ବଦଳୁଛି ପଶ୍ଚିମ ଏସିଆ ସ୍ଥିତି: ଦେଶରେ ଜାଳେଣି ଓ ଶକ୍ତି ସୁରକ୍ଷା ପାଇଁ ନିରନ୍ତର ଉଦ୍ୟମ ଜାରି

April 15, 2026

ସମ୍ବଲପୁର ଜିଲ୍ଲାରେ ୩୭୫ କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.