Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଣନ୍ତୁ, ଭୁବନେଶ୍ବରର କେଉଁ ଦୁଇ ଅଞ୍ଚଳକୁ କରାଯାଇଛି କଣ୍ଟେନମେଣ୍ଟ ଜୋନ୍‌
ଆଜିର ଖବର

ଜାଣନ୍ତୁ, ଭୁବନେଶ୍ବରର କେଉଁ ଦୁଇ ଅଞ୍ଚଳକୁ କରାଯାଇଛି କଣ୍ଟେନମେଣ୍ଟ ଜୋନ୍‌

July 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜଧାନୀର ବସ୍ତି ଅଞ୍ଚଳରେ କରୋନା ମାମଲା ବଢିବା ପରେ ବିଏମ୍‌ସି ପକ୍ଷରୁ ପଦକ୍ଷେପ ନିଆଯାଇଛି । ଗତକାଲି ଭୁବନେଶ୍ବରର ବିଜେବି ନଗର, ହରିନଗର ବସ୍ତି ଅଞ୍ଚଳକୁ କଣ୍ଟେନେମେଣ୍ଟ ଜୋନ୍‌ ଭାବେ ଘୋଷଣଶ କରାଯାଇଛି । ସମ୍ପୃକ୍ତ ଅଞ୍ଚଳକୁ ସାନିଟାଇଜ୍‌ କରାଯିବା କଣ୍ଟାକ୍ଟ ଟ୍ରେସିଂ ମଧ୍ୟ କରାଯାଉଛି ।

ବଡଗଡ କେନାଲ୍‌ ଠାରୁ ଗାୟତ୍ରୀ ମନ୍ଦିର, ଗାୟତ୍ରୀ ମନ୍ଦିରଠାରୁ ସ୍କଲାର ବଏଜ୍‌ ହଷ୍ଟେଲ୍‌ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା ହୋଇଛି । ସେହିପରି ସ୍କଲାର ବଏଜ୍‌ ହଷ୍ଟେଲ୍‌ଠାରୁ ହରିନଗର ବସ୍ତି ପ୍ରବେଶ ପଥ, ହରିନଗର ବସ୍ତି ପ୍ରବେଶ ପଥରୁ ବଡଗଡ କେନାଲ୍‌ ପର୍ଯ୍ୟନ୍ତ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ବରରୁ 248 ପଜିଟିଭ୍‌ ଚିହ୍ନଟ ହୋଇଥିଲା । ଏହି 248 ପଜିଟିଭ୍‌ଙ୍କ ମଧ୍ୟରୁ 41ଟି ଲୋକାଲ୍‌ କେସ୍‌ ଥିବାବେଳେ 207ଟି ହୋମ୍‌ କ୍ବାରେଣ୍ଟାଇନ୍‌ କେସ୍‌ ରହିଥିଲା । ଲୋକାଲ୍‌ କେସ୍‌ ଚିହ୍ନଟ ପରେ ବିଏମ୍‌ସି ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗତକାଲି ବିଏମ୍‌ସି କମିଶନର କରୋନା ସମୀକ୍ଷା ବୈଠକ କରିଥିଲେ ।

bmc contenmentzone
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.