Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିଏମ୍‌ସିରେ ମହିଳାଙ୍କୁ ଆକ୍ରମଣ : ସଫେଇ କର୍ମଚାରୀଙ୍କ ଆକ୍ରମଣରେ ମହିଳାଙ୍କ ମୁଣ୍ଡ ଫାଟିଲା
ଆଜିର ଖବର

ଟିଏମ୍‌ସିରେ ମହିଳାଙ୍କୁ ଆକ୍ରମଣ : ସଫେଇ କର୍ମଚାରୀଙ୍କ ଆକ୍ରମଣରେ ମହିଳାଙ୍କ ମୁଣ୍ଡ ଫାଟିଲା

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜଳେଶ୍ବର : କ୍ବାରେଣ୍ଟାଇନ୍ କେନ୍ଦ୍ରରେ ଅବ୍ୟବସ୍ଥାମାନ ସାମ୍ନାକୁ ଆସୁଥିବାବେଳେ ମହିଳାଙ୍କୁ ଆକ୍ରମଣ କରାଯାଇଥିବାର ସୂଚନା ମିଳିଛି ।  କ୍ବାରେଣ୍ଟାଇନ୍‌ କେନ୍ଦ୍ରରେ ପ୍ରବାସୀ ମହିଳାଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି । ବାଲିଆପାଳ ବ୍ଲକ ଜାଲିକୁଟି ପଞ୍ଚାୟତ ମହାବଳା ଟିଏମ୍‌ସିରେ ଏହି ଆକ୍ରମଣ ହୋଇଥିବାର ଅଭିଯୋଗ ହୋଇଛି।  ନିଶାସକ୍ତ ସଫେଇ କର୍ମଚାରୀଙ୍କ ଆକ୍ରମଣରେ ମହିଳାଙ୍କ ମୁଣ୍ଡ ଫାଟିଥିବାର ସୂଚନା ରହିଛି । ତେବେ ଅଭିଯୁକ୍ତକୁ ଗ୍ରାମବାସୀମାନେ ଅଟକ ରଖିଥିବାବେଳ ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026
Latest News

ନବମ, ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୁସ୍ତକ

October 13, 2026

ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଫୋକସ୍‌ରେ ଓଡ଼ିଶା: ମୁଖ୍ୟମନ୍ତ୍ରୀ

October 13, 2026

ଦ ଗ୍ଲୋବାଲ କ୍ରାଉନ୍ ୨୦୨୬ ର ଦ୍ଵିତୀୟ ରନର୍ସ ଅପ୍ ବିଜୟିନୀ ମୁକୁଟ ପିନ୍ଧିଲେ କ୍ଷୀରାବ୍ଦୀ ପଟ୍ଟନାୟକ

October 13, 2026

ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ରୋହିତ ଶର୍ମା!: ବଢିଲା ଚର୍ଚ୍ଚା

October 13, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବ୍ଲୁମବର୍ଗ ନ୍ୟୁ ଇକୋନୋମି ଫୋରମ୍’କୁ ସମ୍ବୋଧନ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.