Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନା ଏବେ ପିକ୍‌ରେ : ଆଇଏଲଏସ୍‌ ନିର୍ଦ୍ଦେଶକ
ଆଜିର ଖବର

ରାଜ୍ୟରେ କରୋନା ଏବେ ପିକ୍‌ରେ : ଆଇଏଲଏସ୍‌ ନିର୍ଦ୍ଦେଶକ

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ କରୋନା ଏବେ ପିକ୍‌ରେ ରହିଥିବା ନେଇ କହିଛନ୍ତି ଆଇଏଲ୍‌ଏସ ନିର୍ଦ୍ଦେଶକ ଅଜୟ ପରିଡା । ଆଗକୁ ଏହା ବଢିବ କି କମିବ କହିହେବ ନାହିଁ ବୋଲି କହିଛନ୍ତି ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ । ଗଞ୍ଜାମ, ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ 65 ପ୍ରତିଶତ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି ତିନୋଟି ଜିଲ୍ଲାରୁ ଆକ୍ରାନ୍ତଙ୍କ ସଂଖ୍ୟା କମିଲେ ରାଜ୍ୟରୁ ଆକ୍ରାନ୍ତଙ୍କ ସଂଖ୍ୟା କମିବ ବୋଲି କହିଛନ୍ତି ଆଇଏଲଏସ୍‌ ନିର୍ଦ୍ଦେଶକ । ଅଗଷ୍ଟ ମାସରୁ ଦୈନିକ 15 ହଜାର କରୋନା ଟେଷ୍ଟ କରିବାକୁ ନିଷ୍ପତ୍ତି ହୋଇଛି । ସେହିପରି କରୋନା ରୋଗୀଙ୍କ ବିଭିନ୍ନ ରୋଗ ଥିବାରୁ ମୃତ୍ୟୁ ହେଉଛି ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.