Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ମଧ୍ୟାହ୍ନ ଭୋଜନ ରାସନରେ ଦିଆଯିବ ଆଇରନ୍‌ ଟାବଲେଟ୍‌
ଆଜିର ଖବର

ଏଣିକି ମଧ୍ୟାହ୍ନ ଭୋଜନ ରାସନରେ ଦିଆଯିବ ଆଇରନ୍‌ ଟାବଲେଟ୍‌

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ମଧ୍ୟାହ୍ନ ଭୋଜନ ରାସନ ସହ ପିଲାଙ୍କୁ ଦିଆଯିବ ଆଇରନ୍‌ ଫୋଲିକ୍‌ ଏସିଡ୍‌ ଟାବଲେଟ୍‌ । ଆଇରନ୍‌ ଫୋଲିକ୍‌ ଏସିଡ୍‌ ଟାବେଲଟ୍‌ ବାଣ୍ଟିବା ଲାଗି ଜିଲ୍ଲାପାଳମାନଙ୍କୁ ଚିଠି ଦେଇଛନ୍ତି ମଧ୍ୟାହ୍ନ ଭୋଜନର ରାଜ୍ୟ ନୋଡାଲ୍‌ ଅଫିସର ଗଙ୍ଗାଧାର ସାହୁ । ପିଲାଙ୍କୁ ଆଇରନ୍‌ ଫୋଲିକ୍‌ ଏସିଡ୍‌ ଟାବଲେଟ୍‌ ବାଣ୍ଟିବେ ଶିକ୍ଷକ। ଜୁଲାଇ ଓ ଅଗଷ୍ଟ ମାସ ଲାଗି ପ୍ରତି ପିଲା ପିଛା 10ଟି ଟାବଲେଟ୍‌ ଦିଆଯିବ ।

ସୂଚନାଯୋଗ୍ୟ, ଲକ୍‌ଡାଉନ୍‌ ଯୋଗୁଁ ସ୍କୁଲ ବନ୍ଦ ଥିଲେ ବି ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ 57 ଦିନର ମଧ୍ୟାହ୍ନ ଭୋଜନ ମିଳିବ । ଜୁନ୍ 14ରୁ ଅଗଷ୍ଟ 31 ଯାଏ 57 ଦିନର ମଧ୍ୟାହ୍ନ ଭୋଜନ ଭତ୍ତା ପାଇବେ ଛାତ୍ରଛାତ୍ରୀ। ସ୍କୁଲରେ ଗଚ୍ଛିତ ଥିବା ଚାଉଳ ସେମାନଙ୍କୁ ମିଳିବ। ସେହିପରି ରନ୍ଧା ଖର୍ଚ୍ଚ ଅଭିଭାବକଙ୍କ ଆକାଉଣ୍ଟକୁ ପଠାଯିବ । ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ଏହି ଚାଉଳ ପ୍ରଦାନ କରିବେ । ଯେଉଁଠି ଚାଉଳ ସରି ଯାଇଥିବ ବା କମ୍‌ ଥିବ ସେଠାରେ ଛାତ୍ରଛାତ୍ରୀଙ୍କୁ କୁପନ ମିଳିବ। ଏହି କୁପନ ଦେଖାଇ ସେମାନେ ପିଡିଏସ୍‌ ସେଣ୍ଟରରୁ ଚାଉଳ ନେଇପାରିବେ। ଅନ୍ୟ ପକ୍ଷେ ଯେଉଁ ସ୍କୁଲରେ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଚାଲିଛି, ଉକ୍ତ ସ୍କୁଲ ପ୍ରଧାନଶିକ୍ଷକ ସେହି କେନ୍ଦ୍ରକୁ ମଧ୍ୟାହ୍ନ ଭୋଜନ ଚାଉଳ ବିକି ପାରିବେ। ଚାଉଳ ବିକ୍ରି ଲବ୍ଧ ଅର୍ଥ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଶିକ୍ଷକମାନେ ଜମା କରିବେ ବୋଲି ଚିଠିରେ ନିର୍ଦ୍ଦେଶ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026

ଇଂରାଜୀ ନୂଆବର୍ଷକୁ ହର୍ସ ଉଲ୍ଲାସର ସହ ସ୍ୱାଗତ କଲେ ରାଜ୍ୟବାସୀ

January 2, 2026

ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

January 2, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026
Latest News

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026

ଇଂରାଜୀ ନୂଆବର୍ଷକୁ ହର୍ସ ଉଲ୍ଲାସର ସହ ସ୍ୱାଗତ କଲେ ରାଜ୍ୟବାସୀ

January 2, 2026

ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

January 2, 2026

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.