Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»28ଟି ଜିଲ୍ଲାରୁ 1068 ପଜିଟିଭ୍‌ , ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

28ଟି ଜିଲ୍ଲାରୁ 1068 ପଜିଟିଭ୍‌ , ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ମୋଟ୍‌ 28ଟି ଜିଲ୍ଲାରୁ 1068 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 245 ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 194, ସୁନ୍ଦରଗଡରୁ 112, ଗଜପତିରୁ 88, କୋରାପୁଟରୁ 66, କଟକରୁ 61, ନୟାଗଡ ଓ ବାଲେଶ୍ବରରୁ 29 ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗିର ଓ ନବରଙ୍ଗପୁରରୁ 26 ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାୟଗଡାରୁ 24, ସମ୍ବଲପୁରରୁ 21,  ମୟୂରଭଞ୍ଜ ଓ ଅନୁଗୁଳରୁ 20ଜଣ ଲେଖାଏଁ କଳାହାଣ୍ଡିରୁ 19ଜଣ ଚିହ୍ନଟ ହୋଇଛନ୍ତି। ପୁରୀରୁ 16, ଯାଜପୁର ଓ ଝାରସୁଗୁଡାରୁ 12 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନୂଆପଡା ଓ କନ୍ଧମାଳରୁ 11 ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡାରୁ 8,  ବରଗଡରୁ 5, ଭଦ୍ରକରୁ 4, ଜଗତସିଂହପୁରରୁ 3 ଜଣ ରହିଥିବାବେଳେ ସୋନପୁର ଓ ଦେବଗଡରୁ 2 ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଓ ମାଲ୍‌କାନଗିରିରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026
Latest News

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.