Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର-ବଲାଙ୍ଗୀର ଓ ଭୁବନେଶ୍ୱର-କୋରାପୁଟ ସ୍ୱତନ୍ତ୍ର ଟ୍ରେନ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି।
ଆଜିର ଖବର

ଭୁବନେଶ୍ୱର-ବଲାଙ୍ଗୀର ଓ ଭୁବନେଶ୍ୱର-କୋରାପୁଟ ସ୍ୱତନ୍ତ୍ର ଟ୍ରେନ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି।

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏବଂ ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ସେବାକୁ ଅଗଷ୍ଟ ମାସ ୧୨ ତାରିଖ ପର୍ଯ୍ୟନ୍ତ ନିମ୍ନ ମତେ ବୃଦ୍ଧି କରାଯିବାକୁ ସ୍ଥିର କରାଯାଇଅଛି I

ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ (୦୮୪୯୩/୦୮୪୯୪)

ଅଗଷ୍ଟ ମାସ ପହିଲା ଠାରୁ ୧୨ ତାରିଖ ମଧ୍ୟରେ ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ଦିନମାନଙ୍କରେ ଭୁବନେଶ୍ୱର ଠାରୁ ସକାଳ ୬ଘ.୩୦ମି.ରେ ଏବଂ ବଲାଙ୍ଗୀର ଠାରୁ ଅପରାହ୍ନ ୨ଘ.୪୫ମି.ରେ ଛାଡିବ I

ରହଣି _ ଭୁବନେଶ୍ୱର ଓ ବଲାଙ୍ଗୀର ମଧ୍ୟରେ ମଞ୍ଚେଶ୍ୱର, ନରାଜମାର୍ଥାପୁର, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ବାମୁର, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି ଏବଂ ଲୋଇସିଂହା ଷ୍ଟେସନ ମାନଙ୍କଠାରେ ରହଣି କରିବ I

ଭୁବନେଶ୍ୱର-କୋରାପୁଟ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା ସମ୍ବଲପୁର (୦୮୪୪୭/୦୮୪୪୮)

ଅଗଷ୍ଟ ମାସ ପହିଲା ଠାରୁ ୧୨ ତାରିଖ ମଧ୍ୟରେ ଭୁବନେଶ୍ୱର ଠାରୁ ପ୍ରତି ସୋମ, ବୁଧ ଓ ଶୁକ୍ରବାର ଦିନ ସନ୍ଧ୍ୟା ୬ଘ.୩୦ମି.ରେ ଛାଡିବାକୁ ଥିବା ବେଳେ କୋରାପୁଟ ଠାରୁ ପ୍ରତି ମଙ୍ଗଳ, ଗୁରୁ ଓ ରବିବାର ଦିନ ସନ୍ଧ୍ୟା ୫ଘ.୩୦ମି.ରେ କୋରାପୁଟ ଠାରୁ ଛାଡିବ I

ରହଣି _ ଭୁବନେଶ୍ୱର ଓ କୋରାପୁଟ ମଧ୍ୟରେ କଟକ, ଢେଙ୍କାନାଳ, ମେରାମଣ୍ଡଳୀ, ତାଳଚେର ରୋଡ଼, ଅନୁଗୁଳ, ବୋଇଣ୍ଡା, ରେଢ଼ାଖୋଲ, ସମ୍ବଲପୁର, ହୀରାକୁଦ, ବରଗଡ଼ ରୋଡ଼, ବରପାଲି, ଡୁଙ୍ଗୁରିପାଲି, ଲୋଇସିଂହା, ବଲାଙ୍ଗୀର, ବଡ଼ମାଳ, ଟିଟିଲାଗଡ଼, କେସିଙ୍ଗା, ମୁନିଗୁଡା, ଥେରୁବାଲି, ରାୟଗଡା, ଟିକିରି, ଲକ୍ଷ୍ମୀପୁର, କାକିରିଗୁମା, ବାଇଗୁଡ଼ା ଏବଂ ଦାମନଯୋଡି , ଷ୍ଟେସନ ମାନଙ୍କଠାରେ ରହଣି କରିବ I

* ରେଳବାଇ ରିଜର୍ଭେସନ କାଉଣ୍ଟର ଓ ଆଇଆରସିଟିସି ୱେବସାଇଟ ମାଧ୍ୟମରେ ଟିକେଟ ବୁକ କରିହେବ I

* କେବଳ କନଫର୍ମ ଟିକେଟ ଥିବା ଯାତ୍ରୀ ମାନେ ଟ୍ରେନ ରେ ଯାତ୍ରା କରିପାରିବେ

* ଅନ୍ୟ ସ୍ୱତନ୍ତ୍ର ଟ୍ରେନ ଯଥା ନୂଆଦିଲ୍ଲୀ-ଭୁବନେଶ୍ୱର, ଭୁବନେଶ୍ୱର-ମୁମ୍ବାଇ ଏବଂ ଭୁବନେଶ୍ୱର-ହାଇଦ ସ୍ୱତନ୍ତ୍ର ଟ୍ରେନ ଗୁଡିକ ପୂର୍ବ ବିଜ୍ଞପ୍ତି ଅନୁଯାଇ ଚଳାଚଳ କରିବ I

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କେତେ କମିଲା ସୁନା ଦର?: ଜାଣନ୍ତୁ ଭୁବନେଶ୍ଵର ସମେତ ଏହି ସବୁ ସହରର ସୁନା ମୂଲ୍ୟ

November 27, 2025

ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକର ମୃତ୍ୟୁ

November 27, 2025

ବାଲୁଗାଁ ମୁଖ୍ୟରାସ୍ତା ଉଭୟ ପାର୍ଶ୍ୱରୁ ବେଆଇନ ଜବରଦଖଲ ଉଚ୍ଛେଦ

November 27, 2025

ଦୁବାଇ ଦୁର୍ଘଟଣାର ପ୍ରଭାବ?, ତେଜସ୍ କିଣିବ ନାହିଁ ଆର୍ମେନିଆ, ଭାଙ୍ଗିଗଲା ୧୦୭୦୫୯୮୮୫୬୮୦ ମୂଲ୍ୟର ଚୁକ୍ତି!

November 27, 2025
Latest News

Hema’s Emotional Letter to Dharmendra: ଧର୍ମେନ୍ଦ୍ରଙ୍କୁ ଦୁଃଖଭରା ଚିଠି ଲେଖିଲେ ହେମାମାଳିନ

November 27, 2025

ବିଧାୟକମାନଙ୍କୁ ଭାଙ୍ଗିବାରେ ଲାଗିପଡ଼ିଛି ଶାସକ ଦଳ?: ବିହାରର NDA ସରକାର ବିରୁଦ୍ଧରେ ଗମ୍ଭୀର ଅଭିଯୋଗ

November 27, 2025

ଆଜି କେତେ କମିଲା ସୁନା ଦର?: ଜାଣନ୍ତୁ ଭୁବନେଶ୍ଵର ସମେତ ଏହି ସବୁ ସହରର ସୁନା ମୂଲ୍ୟ

November 27, 2025

ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ କୁ ପିଟି ହୋଇ ମୋଟରସାଇକେଲ ଚାଳକର ମୃତ୍ୟୁ

November 27, 2025

ବାଲୁଗାଁ ମୁଖ୍ୟରାସ୍ତା ଉଭୟ ପାର୍ଶ୍ୱରୁ ବେଆଇନ ଜବରଦଖଲ ଉଚ୍ଛେଦ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.