Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସାମ ବନ୍ୟାରେ ଏପର୍ଯ୍ୟନ୍ତ 133ଜଣଙ୍କର ଗଲାଣି ଜୀବନ : 21 ଜିଲ୍ଲାର ପ୍ରାୟ 17 ଲକ୍ଷ ଲୋକ ପ୍ରଭାବିତ
ବିଶେଷ ଖବର

ଆସାମ ବନ୍ୟାରେ ଏପର୍ଯ୍ୟନ୍ତ 133ଜଣଙ୍କର ଗଲାଣି ଜୀବନ : 21 ଜିଲ୍ଲାର ପ୍ରାୟ 17 ଲକ୍ଷ ଲୋକ ପ୍ରଭାବିତ

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସାମ : ଆସାମରେ ବନ୍ୟା ପରିସ୍ଥିତି ଲାଗି ରହିଛି । ବନ୍ୟା ଯୋଗୁଁ ଏଠାରେ ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି ।  ବୁଧବାର ଦିନ ବନ୍ୟା ଯୋଗୁଁ ତିନିଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ବନ୍ୟା ସ୍ଥିତିରେ ଟିକେ ସୁଧାର ଆସିଥିବାବେଳେ 21ଟି ଜିଲ୍ଲାରେ 17 ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ।

ଆସାମ ରାଜ୍ୟ ଆପଦା ପ୍ରବନ୍ଧନ ପ୍ରାଧିକରଣ (ଏଏସ୍‌ଡିଏମ୍‌ଏ) ଦ୍ବାରା ବୁଧବାର ଦ୍ବାରା ଜାରି ରିପୋର୍ଟ ଅନୁସାରେ ବାରପୋଟା, କୋକରାଝର ଓ କାମରୂପ ଜିଲ୍ଲାରେ ତିନିଜଣଙ୍କର ମୃତ୍ୟୁ ହୋଇଛି ।  ରାଜ୍ୟରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ 133ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି 107ଜଣଙ୍କର ମୃତ୍ୟୁ ବନ୍ୟା ଯୋଗୁଁ ହୋଇଥିବାବେଳେ ଭୂସ୍ଖଳନ ଯୋଗୁଁ 26ଜଣଙ୍କ ମୃତ୍ୟୁ ହୋଇଛି ।

ଧେମାଜୀ, ଲଖ୍‌ମୀପୁର, ବିଶ୍ବନାଥ, ଦରାଙ୍ଗ, ବକ୍‌ସା, ବାରପେଟା, ଚିରାଙ୍ଗ, ବୋଙ୍ଗାଇଗାଓ୍ବ, କୋକରାଝର, ଧୁବ୍‌ରୀ, ଦକ୍ଷିଣ ଜୋରହାଟ୍‌, ମାଜୁଲୀ, ଶିବସାଗର ଓ ଡିବ୍ରୁଗଡ ଜିଲ୍ଲାରୁ 16.55 ଲକ୍ଷରୁ ଅଧିକ ଲୋକେ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି । (ଏଜେନ୍ସି)

 

Share. Facebook Twitter LinkedIn Email WhatsApp Copy Link

Related Posts

ଗୁଜରାଟରୁ ଫେରିଲେ ମୁଖ୍ୟମନ୍ତ୍ରୀ: ୬୭,୮୩୮ ରୁ ଅଧିକ ନିଯୁକ୍ତି ସୁଯୋଗ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Latest News

ଗୁଜରାଟରୁ ଫେରିଲେ ମୁଖ୍ୟମନ୍ତ୍ରୀ: ୬୭,୮୩୮ ରୁ ଅଧିକ ନିଯୁକ୍ତି ସୁଯୋଗ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.