Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୨୪ ଘଂଟା ପାଇଁ ଧର୍ମଗଡ ଏନଏସି ସଟ ଡାଉନ
ଆଞ୍ଚଳିକ

୨୪ ଘଂଟା ପାଇଁ ଧର୍ମଗଡ ଏନଏସି ସଟ ଡାଉନ

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢୁଥିବା ବେଳେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳୁଛି। ତେବେ ବର୍ତ୍ତମାନ କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯ରେ ପହଂଚିଥିବା ବେଳେ ଗତକାଲି ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ତେବେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦେଖି ଜିଲ୍ଲାର ଧର୍ମଗଡ ଏନଏସିକୁ ୨୪ ଘଂଟା ପାଇଁ ସଟଡାଉନ ଘୋଷଣା କରାଯାଇଛି। ତେବେ ଏହି ସଟଡାଉନ ସମୟରେ ଧର୍ମଗଡ ଏନଏସିର ୧୪ ଟି ୱାର୍ଡରେ ବସବାସ କରୁଥିବା ୧୬ହଜାର ବାସିନ୍ଦାଙ୍କୁ ଘର ଘର ବୁଲି ସ୍ୱାସ୍ଥ୍ୟକର୍ମ ଅଙ୍ଗନୱାଡି ଆଶା ଦିଦି ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହିତ ସେମାନଙ୍କର ସ୍ୱାସ୍ଥ୍ୟଗତ ତଥ୍ୟ ସରକାରଙ୍କ ଠାରେ ପହଂଚାଇବ।

ଏଥିପାଇଁ ଧର୍ମଗଡ ଉପଜିଲ୍ଲାପାଳଙ୍କ ନେତୃତ୍ୱରେ ୩୧ ଜଣିଆ ଟିମ ଗଠନ କରାଯାଇଛି ବୋଲି ଧର୍ମଗଡ ଉପଜିଲ୍ଲାପାଳ ଦିବାକର ଟିଏସ ସୁଚନା ଦେଇଛନ୍ତି। ତେବେ ଏହି ସଟଡାଉନ ସମୟରେ ଧର୍ମଗଡ ଏନଏସି ଭିତରକୁ ପ୍ରବେଶ ଓ ବାହାରକୁ ଯିବାକୁ ଜନସାଧାରଣଙ୍କୁ ବାରଣ କରାଯାଇଥିବା ବେଳେ ସମସ୍ତ ଲୋକ ନିଜ ଘରେ ରହି ସ୍ୱତପ୍ରବୃତ ଭାବେ ସମସ୍ତ ତଥ୍ୟ ସହ ସ୍ୱାସ୍ଥ୍ୟ ପରୀକ୍ଷା କରାଇବାକୁ ଉପଜିଲ୍ଲାପାଳ ନିବେଦନ କରିଛନ୍ତି।

ପୁଲିସ ପ୍ରଶାସନ ପକ୍ଷରୁ ଧର୍ମଗଡ ସହରରେ ସମସ୍ତ ଛକରେ ବ୍ୟାପକ ପୁଲିସ ମୁତୟନ କରାଯାଇ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେବା ସହିତ ଜରୁରୀକାଳିନ ଓ ଡାକ୍ତରଖାନା ଯିବା ପାଇଁ ଅନୁମତି ଦିଆଯଅଉଥିବା ଦେଖିବାକୁ ମିଳିଛି। ସଟଡାଉନ ଯୋଗୁଁ ଧର୍ମଗଡ ସହରର ଦୋକାନ ବଜାର ସବୁ ବନ୍ଦ ରହିବା ସହିତ ଯାତାୟତ ମଧ୍ୟ ବନ୍ଦ ରହିଛି।

କରୋନା କଳାହାଣ୍ଡି ଜିଲ୍ଲା ସଟଡାଉନ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.