Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ଖୋଲିବ ୟୁନିଟ୍‌-4 ମାର୍କେଟ୍‌
ଆଜିର ଖବର

ଆସନ୍ତାକାଲିଠାରୁ ଖୋଲିବ ୟୁନିଟ୍‌-4 ମାର୍କେଟ୍‌

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର  : ଆସନ୍ତାକାଲିଠାରୁ ଭୁବନେଶ୍ବରର ୟୁନିଟ୍‌ -4 ମାର୍କେଟ୍‌ । ଏଥିପାଇଁ ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ୍‌ (ବିଏମ୍‌ସି) ଅନୁମତି ପ୍ରଦାନ କରିଛି । ମାଛ ମାର୍କେଟ୍‌ରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ 16 ତାରିଖରେ ୟୁନିଟ -4 ମାର୍କେଟ୍‌ ବନ୍ଦ ରହିଥିଲା । ଏହା ପରେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ଯୋଗୁଁ ମାର୍କେଟ ବନ୍ଦ ରହିଥିଲା । ତେବେ ମାର୍କେଟ୍‌ ଖୋଲାଯିବା ପରେ ବ୍ୟବସାୟୀଙ୍କୁ କୋଭିଡ୍‌ ଗାଇଡ୍‌ ଲାଇନ୍‌ ପାଳନ କରିବାକୁ ବିଏମ୍‌ସି ନିର୍ଦ୍ଦେଶ ଦେଇଛି । ଏନେଇ ବ୍ୟବସାୟୀ ସଂଘ ଅଣ୍ଡରଟେକିଂ ଦେଇଛନ୍ତି ।

ସୂଚନାଯୋଗ୍ୟ ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଆଜି ଭୁବନେଶ୍ବରରୁ 104 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.