Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଆଁରେ ପୋଡି ହୋଇ ଗୋଟିଏ ପରିବାରର 5 ଗୁରୁତର
ଆଜିର ଖବର

ନିଆଁରେ ପୋଡି ହୋଇ ଗୋଟିଏ ପରିବାରର 5 ଗୁରୁତର

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡା : ନିଆଁରେ ପୋଡି ହୋଇ ଗୋଟିଏ ପରିବାରର 5 ଜଣ ଗୁରୁତର ହୋଇଛନ୍ତି । ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଘର ଲୋକେ ଶୋଇଥିବାବେଳେ ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ । ଏଭଳି ଏକ ଅଭାବନୀୟ କାଣ୍ଡ କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅଞ୍ଚଳରେ ଘଟିଛି । ଏହି ଅଗ୍ନିକାଣ୍ଡରେ ଘରେ ଶୋଇଥିବା 20 ଦିନର ଶିଶୁ ସହ ପରିବାରର 5 ଜଣ ଗୁରୁତର ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଦୁମୁକା ପଞ୍ଚାୟତ ଗିରଙ୍ଗ ଗ୍ରାମରେ ବିଳମ୍ବିତ ରାତ୍ରିରେ ଏହି ଅଗ୍ନିକାଣ୍ଡ ଘଟିଛି । ଘରର ଉଭୟ ପଟରେ ତାଲା ପଡିଥିବାବେଳେ ଘର ଜଳି ଯାଇଛି । ପୂର୍ବ ଶତ୍ରୁତାରୁ କେହି ନିଆଁ ଲଗାଇଥିବାର ଅଭିଯୋଗ ହୋଇଛି । ଘରେ 8 ଜଣ ସଦସ୍ୟ ଥିବାବେଳେ 5 ଜଣଙ୍କ ଅବସ୍ଥା ଗୁରୁତର ରହିଛି ।  ସ୍କାଏ ଲାଇଟ୍‌ ଭାଙ୍ଗି ଗ୍ରାମବାସୀମାନେ ଉକ୍ତ ପରିବାରକୁ ଉଦ୍ଧାର କରିଥିବାର ସୂଚନା ରହିଛି ।

fire
Share. Facebook Twitter LinkedIn Email WhatsApp Copy Link

Related Posts

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.