Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଫଗାନିସ୍ତାନରେ ବମ୍‌ ବିସ୍ଫୋରଣ : 8 ମୃତ, 30 ଆହତ
ଅନ୍ତରାଷ୍ଟ୍ରୀୟ

ଆଫଗାନିସ୍ତାନରେ ବମ୍‌ ବିସ୍ଫୋରଣ : 8 ମୃତ, 30 ଆହତ

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଫଗାନିସ୍ତାନ : ଆଫଗାନିସ୍ତାନର ଲୋଗର୍‌ ପ୍ରାନ୍ତରେ ଏକ ବମ୍‌ ବିସ୍ଫୋରଣ ହୋଇଛି  । ଏହି ବିସ୍ଫୋରଣରେ 8ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 30 ଜଣ ଆହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଲୋଗାର ପ୍ରାପ୍ତର ରାଜଧାନୀ ଫୁଲ୍‌-ଏ ଆଲମ୍‌ ସହରର ଆଜାଦୀ ଚୌକିଠାରେ ଏହି ବିସ୍ଫୋରଣ ହୋଇଛି । କାର୍‌ ବମ୍‌ ବିସ୍ଫୋରଣରେ 8 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 30ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ଆହତଙ୍କ ସେଣ୍ଟ୍ରାଲ୍‌ ହସ୍ପିଟାଲ ଓ ନାଏବ ଅମିନ୍‌ଉଲ୍ଲା ଖାନ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଏହି ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଙ୍ଗଠନ ନିଜକୁ ଦାୟୀ କରିନାହାନ୍ତି ।

ସୂଚନାଯୋଗ୍ୟ, ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଏକ ରିପୋର୍ଟରେ କୁହାଯାଇଥିଲା ଯେ, ଆଫଗାନିସ୍ତାନରେ ଏବେ ପ୍ରାୟ 6ରୁ ସାଢ 6 ହଜାର ପାକିସ୍ତାନୀ ଆତଙ୍କବାଦୀ ରହିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026
Latest News

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.