Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ୧୭ ପଜିଟିଭ୍, ସୁସ୍ଥ ହେଲେ ତିନି : ସମୁଦାୟ ୭୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୩ ସୁସ୍ଥ
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ୧୭ ପଜିଟିଭ୍, ସୁସ୍ଥ ହେଲେ ତିନି : ସମୁଦାୟ ୭୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୩ ସୁସ୍ଥ

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଆଜି ଜଗତସିଂହପୁର ଜିଲ୍ଲାରୁ ୧୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରଘୁନାଥପୁର ବ୍ଲକରୁ ୩ଜଣ, ବିରିଡ଼ି ବ୍ଲକରୁ ୩ଜଣ ଓ କୁଜଙ୍ଗ,ନାଉଗାଁ, ତିର୍ତ୍ତୋଲ, ଏରସମା ବ୍ଲକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ସମୁଦାୟ ୭୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭୩ ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ବର୍ତ୍ତମାନ ଜିଲ୍ଲାରେ ୧୩୨ ଜଣ ଆକ୍ରାନ୍ତ ଆକ୍ଟିଭ୍ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026
Latest News

ପାକିସ୍ତାନରୁ ଜୟଶଙ୍କରଙ୍କୁ ଖୋଲା ଚିଠି: ଭାରତକୁ ପୂର୍ଣ୍ଣ ସମର୍ଥନ ଦେବାକୁ ପ୍ରତିଶ୍ରୁତି ଦେଲେ ଏହି ନେତା

January 2, 2026

ବିଏମସି ନିର୍ବାଚନ: କଂଗ୍ରେସକୁ ବଡ଼ ଝଟକା, ଏହି ଦୁଇ ନେତା ସହ ବିଜେପିରେ ଯୋଗ ଦେଲେ ଶତାଧିକ କର୍ମୀ

January 2, 2026

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ମୃତକଙ୍କ ପରିଚୟ ଖୋଜୁଛି ପୋଲିସ

January 2, 2026

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.