Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ରହିଛି 5 ପ୍ରକାରର କରୋନା ଭାଇରସ୍‌ : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ
ଆଜିର ଖବର

ରାଜ୍ୟରେ ରହିଛି 5 ପ୍ରକାରର କରୋନା ଭାଇରସ୍‌ : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

August 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ 5 ପ୍ରକାରର କରୋନା ଭାଇରସ ଚିହ୍ନଟ ହୋଇଛି ବୋଲି ସୂଚନା ଦେଇଛନ୍ତି ଆଇଏଏଲଏସ୍‌ ନିର୍ଦ୍ଦେଶକ ଅଜୟ ପରିଡା । 19A, 19B, 20A, 20A ଓ 20 C ଭାଇରସ୍‌ ଚିହ୍ନଟ ହୋଇଥିବାବେଳେ ସବୁଠାରୁ ଅଧିକ 20 ଏ ଓ 20 ବି ପ୍ରକାର ଭାଇରସ୍‌ ଠାବ ହୋଇଛି । 20 ସି ଭାଇରସ୍‌ କେବଳ ଓଡ଼ିଶାରୁ ଠାବ ହୋଇଛି, ଅନ୍ୟଠାରେ ନାହିଁ ବୋଲି ସୂଚନା ଦେଇଛନ୍ତି ଆଇଏଲଏସ୍‌ ନିର୍ଦ୍ଦେଶକ । 19 ଏ ଭାଇରସ ସହ ୟୁହାନ୍‌ ଭାଇରସର ବହୁତ ସାମଞ୍ଜସ୍ୟ ରହିଛି । ଓଡ଼ିଶାରେ 225 ସାମ୍ପଲ ସଂଗ୍ରହ କରାଯାଇ ଗବେଷଣା ହୋଇଛି । 13ଟି ରାଜ୍ୟରୁ ଆସିଥିବା ପ୍ରବାସୀଙ୍କୁ ନେଇ ଗବେଷଣା ହୋଇଥିଲା । ଗୁଜୁରାଟ, ଦିଲ୍ଲୀ, ତାମିଲନାଡୁ ଆଦି 13ଟି ରାଜ୍ୟରୁ ଫେରିଥିବା ପ୍ରବାସୀଙ୍କୁ ନେଇ ପରୀକ୍ଷା କରାଯାଇଛି । 13ଟି ରାଜ୍ୟରୁ 18ଟି ଜିଲ୍ଲାରୁ ଫେରିଥିବା 225 ଲୋକଙ୍କୁ ନେଇ ଏହି ପରୀକ୍ଷା କରାଯାଇଥିଲା । ଜେନୋମିକ୍‌ ଷ୍ଟଡି ପରେ 5 ପ୍ରକାରର କରୋନା ଭାଇରସ ରହିଥିବା ପ୍ରମାଣ ମିଳିଛି। ଭାରତକୁ ମୂଳତଃ ୟୁରୋପ ଓ ଦକ୍ଷିଣପୂର୍ବ ଏସିଆରୁ ଭାଇରସ୍‌ ଆସିଛି  ବୋଲି ସୂଚନା ଦେଇଛନ୍ତି ନିର୍ଦ୍ଦେଶକ ।

ଭାଇରସର ପ୍ରକାର ମିଳିବା ପରେ ଭ୍ୟାକସିନ୍‌ ପାଇଁ ସୁବିଧା ହେବ ବୋଲି କହିଛନ୍ତି ଆଇଏଲଏସ ନିର୍ଦ୍ଦେଶକ । ଏହା ପରେ ଏହି ପାଞ୍ଚ ପ୍ରକାରର ଭାଇରସ୍‌ ସହ ମୁକାବିଲା କରିବା ପାଇଁ ପାଞ୍ଚ ପ୍ରକାର ଭ୍ୟାକସିନ୍‌ ଦରକାର ହେବ ନା ଗୋଟାଏ ପ୍ରକାର ଭ୍ୟାକସିନ୍ ଦରକାର ହେବ ତାହା ଜଣାପଡିବ । ଜୁଲାଇ ପରଠାରୁ ରାଜ୍ୟରେ ସଂକ୍ରମଣ ନେଇ ପୁଣି ଷ୍ଟଡି କରାଯିବ ବୋଲି କହିଛନ୍ତି ଆଇଏଲଏସ୍‌ ନିର୍ଦ୍ଦେଶକ ।

coronavirus
Share. Facebook Twitter LinkedIn Email WhatsApp Copy Link

Related Posts

ଅଧିନାୟକ ପରିବର୍ତ୍ତନ କଲା ସନରାଇଜର୍ସ ହାଇଦ୍ରାବାଦ: ଏହି ବିସ୍ଫୋରକ ଖେଳାଳି ନେବେ ନେତୃତ୍ଵ

March 18, 2026

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026
Latest News

ଅଧିନାୟକ ପରିବର୍ତ୍ତନ କଲା ସନରାଇଜର୍ସ ହାଇଦ୍ରାବାଦ: ଏହି ବିସ୍ଫୋରକ ଖେଳାଳି ନେବେ ନେତୃତ୍ଵ

March 18, 2026

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.