Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ପୁଣି 10 ଜଣଙ୍କ ଜୀବନ ନେଲା କରୋନା : ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ଶହେ ଟପିଲା
ଆଜିର ଖବର

ଆଜି ରାଜ୍ୟରୁ ପୁଣି 10 ଜଣଙ୍କ ଜୀବନ ନେଲା କରୋନା : ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ଶହେ ଟପିଲା

August 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 10 ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଖୋର୍ଦ୍ଧାରୁ 3 ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ।

ଗଞ୍ଜାମରେ 4 ମୃତକଙ୍କ ମଧ୍ୟରେ 2 ଜଣ ପୁରୁଷ ଥିବାବେଳେ 2 ଜଣ ମହିଳା ରହିଛନ୍ତି। ଦୁଇ ମହିଳାଙ୍କ ବୟସ 94 ଓ 45 ବର୍ଷ ହୋଇଥିବାବେଳେ ଦୁଇ ପୁରୁଷଙ୍କ ମୃତକଙ୍କ ବୟସ 57 ବର୍ଷ ।

ଖୋର୍ଦ୍ଧା ଜିଲ୍ଲାର ତିନି ମୃତକଙ୍କ ମଧ୍ୟରୁ ଜଣେ ଭୁବନେଶ୍ବରର 78 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇ ମୃତକ ହେଉଛନ୍ତି 58 ବର୍ଷୀୟ ପୁରୁଷ ଓ 60 ବର୍ଷୀୟ ମହିଳା ରହିଛନ୍ତି ।

ସୁନ୍ଦରଗଡରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କର ବୟସ 73 ବର୍ଷ ପୁରୁଷ ବୋଲି ସୂଚନା ରହିଥିବାବେଳେ କଳାହାଣ୍ଡିରୁ ଆଜି ପ୍ରଥମ ମୃତ୍ୟୁ ହୋଇଥିବାବେଳେ  ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ ହେଉଛି 62 ବର୍ଷ । ଯାଜପୁରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 80 ବର୍ଷ ପୁରୁଷ ବୋଲି ସୂଚନା ରହିଛି ।

ଗଞ୍ଜାମରୁ ଆଜି ସର୍ବାଧିକ 4ଜଣଙ୍କର ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା 103କୁ ବୃଦ୍ଧି ହୋଇଛି । ସେହିପରି ଖୋର୍ଦ୍ଧାରେ ମୃତ୍ୟୁ ସଂଖ୍ୟା 28କୁ ବୃଦ୍ଧି ହୋଇଛି । କଳାହାଣ୍ଡିରେ କରୋନା ଜନିତ ପ୍ରଥମ ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରେ ମଧ୍ୟ ମୃତ୍ୟୁ ସଂଖ୍ୟା 10କୁ ବୃଦ୍ଧି ହୋଇଥିବାବେଳେ ଯାଜପୁରରେ ମଧ୍ୟ ମୃତ୍ୟୁ ସଂଖ୍ୟା 2କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 197କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.