ନୂଆଦିଲ୍ଲୀ: ସୁପ୍ରିମ କୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ତଥା ରାଜ୍ୟସଭା ସଦସ୍ୟ ରଞ୍ଜନ ଗୋଗୋଇ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କଫ ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଦେଶର ପୂର୍ବତନ ମୁଖ୍ୟ ବିଚାରପତି ଭାବରେ ସେ ରାମ ମନ୍ଦିର ମାମଲାର ରାୟ ଶୁଣାଇଥିଲେ। (ଏଜେନ୍ସି) କରୋନା ଆକ୍ରାନ୍ତ
ଆସନ୍ତାକାଲିଠାରୁ ୧୯ ବର୍ଷରୁ କମ୍ ଏସିଆ କପ୍: ଏହି ଦିନ ଭାରତ-ପାକିସ୍ତାନ ମ୍ୟାଚ୍, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀDecember 11, 2025